ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
କ୍ରୀଡ଼ା

ସାରଙ୍ଗଧର ଷ୍ଟାଡିୟମ୍ ରେ ରାଜ୍ୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

କାମାକ୍ଷାନଗର(ମ ନି ସ)୦୧/୦୨// ସ୍ଥାନୀୟ ସାରଙ୍ଗଧର ଷ୍ଟାଡିୟମ ଠାରେ ଚାଲିଥିଵା ରାଜ୍ୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତାର ତୃତୀୟ ଦିବସରେ ଆଜି କ୍ରୀଡା ପ୍ରାରମ୍ଭିକ ସମୟରେ ରାଜ୍ୟ ଭଲିବଲ୍ ଆସୋସିଏସନ୍ ଯୁଗ୍ମ ସମ୍ପାଦକ ଓ ଢେଙ୍କାନାଳ ଜିଲ୍ଲା ଆଥଲେଟିକ୍ ଆସୋସିଏସନ୍ ଉପ-ସଭାପତି ଆଦିତ୍ୟ କୁମାର ଆଚାର୍ଯ୍ୟ ଙ୍କ ସହ ଢେଙ୍କାନାଳ ଜିଲ୍ଲା ଶିକ୍ଷା ଶାରିରୀକ ନିରୀକ୍ଷକ ଜ୍ୟୋତିପ୍ରକାଶ ପରିଡା ପଡ଼ିଆ ପରିଦର୍ଶନ କରି ଖେଳାଳୀ ମାନଙ୍କୁ ଅଭିବାଦନ କରୁଛନ୍ତି ଏବଂ ଖେଳ ଦେଖିବା ସହ ଖେଳାଳୀ ମାନଙ୍କୁ ଉତ୍ସାହିତ କରୁଛନ୍ତି l

କାମାକ୍ଷାନଗରରୁ ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ବଡପଲ୍ଲିରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଚଞ୍ଚଳା ଟ୍ରଫିରେ ପାରାଦ୍ବୀପ କ୍ରୀକେଟ କ୍ଲବ ଚମ୍ପିଆନ

masiha

କରୁଣାଶାନ୍ତି ବିଜ୍ଞାନ ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ 

masiha

Rourkela School Chess Championship 2025 held 

Sunil Chandra Nayak

Leave a Comment

error: Content is protected !!