ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ବୈଠକ

ଡାବୁଗାଁ, ୪/୨ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ସ୍ଥିତ ଶିବ ମନ୍ଦିର ପ୍ରାଙ୍ଗଣରେ ଡାବୁଗାଁ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ର ଏକ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଜିଲା ସଂଘ ସଂମ୍ପାଦକ ରମଣୀରଞ୍ଜନ ତ୍ରିପାଠୀଙ୍କ ଉପସ୍ଥିତିରେ ବ୍ଲକ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ହୋଇଥିଲା | ଏଥିରେ ସଭାପତି ଭାବେ ଦୟାନିଧି ବଞ୍ଜରା, ଉପସଭାପତି ଗୀତାଞ୍ଜଳୀ ନିହାଲ ଓ ସୂର୍ଯ୍ୟନାରାୟଣ ମାଝି, ସମ୍ପାଦକ ଦିବାକର ବାରିକ, ସହ ସମ୍ପାଦକ ଦଶରୁ ଭତ୍ରା ଓ ସୁକଚନ୍ଦ ହରିଜନ, ସଂଗଠନ ସମ୍ପାଦକ ଘାସି ମାଝି, କୋଷାଧ୍ୟକ୍ଷ ନୀଳକଣ୍ଠ ମାଝି, ସଂଯୋଜକ ପୂର୍ଣ୍ଣଚନ୍ଦ୍ର ମାଝି, ସଭ୍ୟ ଗଗନ ହରିଜନ, ଡମ୍ବରୁଧର ନାୟକ ଓ ପୂର୍ଣ୍ଣ ମାଝି, ଆଇନ ପରାମର୍ଶଦାତା ଦିବାନ ସିଂ ଏବଂ କ୍ଲଷ୍ଟର ଅର୍ଗାନାଇଜର ଦେବେନ୍ଦ୍ର ମାଝି, ଜଗବନ୍ଧୁ ମାଝି ଙ୍କୁ ସର୍ବସମ୍ମତି କ୍ରମେ ମନୋନୀତ କରାଯାଇଛି |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ସାରସକଣା ଡାକ୍ତରଡାକ୍ତରଖାନା ପରିସରରେ ଅଗ୍ନିକାଣ୍ଡ

Sunil Chandra Nayak

ଜିଲ୍ଲା ପର୍ଯ୍ୟଟନ ବିଭାଗ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ  “ଏକ ପେଡ ମା କେ ନାମ “ଅନୁଷ୍ଠିତ 

masiha

ଶତାୟୁ,ବି.ବି.ହାଇସ୍କୁଲ, ଢେଙ୍କାନାଳରେ ବିମଳ କିଶୋର ମିଶ୍ର ସ୍ମାରକୀ ଶ୍ରେଷ୍ଠ ଛାତ୍ର -ଛାତ୍ରୀ ସମ୍ମାନ ପ୍ରଦାନ ଉତ୍ସବ ଅନୁଷ୍ଠିତ

masiha

Leave a Comment

error: Content is protected !!