ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
କ୍ରୀଡ଼ା

ମଣିଭଦ୍ରା କ୍ରିକେଟ ଟୁଣ୍ଣାମେଣ୍ଟର ଫାଇନାଲ ମ୍ୟାଚରେ ମୁସ୍କୁଟି ଟିମ୍ ବିଜୟୀ

ଆଜି ନର୍ଲା ବ୍ଳକ ଗିଗିନା ପଞ୍ଚାୟତ ଅନ୍ତର୍ଗତ ଟାପରାଙ୍ଗ ଠାରେ ଆୟୋଜିତ ମଣିଭଦ୍ରା କ୍ରିକେଟ ଟୁଣ୍ଣାମେଣ୍ଟର ଫାଇନାଲ ମ୍ୟାଚରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ସଦସ୍ୟ ତଥା ଛାତ୍ର ବିଜେଡ଼ି ରାଜ୍ୟ କାର୍ଯ୍ୟକାରୀ ସଭାପତି ଶ୍ରୀ ଅବିନାଶ ଠାକୁର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ। ମୁସ୍କୁଟି ଓ ଗିଗିନା ମଧ୍ୟରେ ହୋଇଥିବା ଏହି ରୋମାଞ୍ଚକର ଫାଇନାଲ ମ୍ୟାଚରେ ମୁସ୍କୁଟି ଟିମ୍ ବିଜୟୀ ହୋଇଥିଲେ। ଏହି ମ୍ୟାଚରେ ଆଖପାଖ ପଞ୍ଚାୟତର ଲୋକେ ଯୋଗଦେଇ ଖେଳାଳୀ ମାନଙ୍କ ମନୋବଳକୁ ବଢାଇଥିଲେ ।

ମସିହା ନିଉଜ ସର୍ଭିସ୍ 

Related posts

ଆନ୍ତରାଜ୍ୟ ଚନ୍ଦୁ ସାହାଣୀ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ , ସେମିଫାଇନାଲରେ ନବରଙ୍ଗପୁର ଦଳ

masiha

ମା ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ  କପିଆକୁ ହରାଇ ରାଜପୁର ଚମ୍ପିୟାନ 

masiha

ମାନ୍ୟବର ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା ନେସନାଲ କଲେଜ ନୂଆପଡ଼ାରେ ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ କବାଡି ପ୍ରତିଯୋଗିତା ଉଦ୍ଘାଟନ କଲେ 

masiha

Leave a Comment

error: Content is protected !!