ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷା

ଡାବୁଗାଁ, ୨୭/୨ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ସ୍ଥିତ ସରକାରୀ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷା ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ବ୍ଲକ ଅଧୀନ ବିଭିନ୍ନ ବିଦ୍ୟାଳୟରୁ ମୋଟ ୯୪ ଜଣ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ପଞ୍ଜୀକୃତ କରିଥିଲେ | ଏଥିରେ ମୋଟ ୭୪ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୨୦ ଜଣ ଅନୁପସ୍ଥିତ ଥିଲେ | ଏଥିରେ କେନ୍ଦ୍ର ସୁପରିଟେଣ୍ଡେଣ୍ଟ ଭାବ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଭାସ ରାୟ ଙ୍କ ସହ ୫ ଜଣ ଇନିଭିଜିଲେଟର ପରୀକ୍ଷା ଦାୟିତ୍ଵରେ ରହିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଆମ ସଂସ୍କୃତି ଆମ ଖେଳନା ଓ ବାର୍ଷିକ ଉତ୍ସବ ପାଳନ

masiha

କଳାକାରମାନେ ଜଣେ ଜଣେ ସମାଜ ସଂସ୍କାରକ ହେତୁ ସେମାନଙ୍କ ପ୍ରତି ଅଙ୍ଗୁଳି ପ୍ରଦର୍ଶନ ଆସମିଚୀନ : ମହାସଚିବ 

masiha

ବାରବାଟୀରେ ବନ୍ଦ ହୋଇଗଲା ଫ୍ଲଡ ଲାଇଟ୍ ଅଧାରୁ ବନ୍ଦ ହେଲା ମ୍ୟାଚ 

masiha

Leave a Comment

error: Content is protected !!