ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ମୁଖ୍ୟମନ୍ତ୍ରୀ ଙ୍କ କଳାହାଣ୍ଡି ଗସ୍ତକୁ ନେଇ ବିଜେଡି ପକ୍ଷରୁ ପ୍ରସ୍ତୁତି ବୈଠକ

ଚିଲିଗୁଡା ( ମ ନି ସ )  ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଲିଗୁଡା ବୀର ଚହରିଆ ସାଂସ୍କୃତିକ ଅନୁଷ୍ଠାନ ସଭା ଗୃହ ଠାରେ ଏହି ମୁଣ୍ଡରା ଗୁଡା ଗ୍ରାମ ପଞ୍ଚାୟତ ର ବିଜେଡି ସଭାପତି ମହେଶ୍ୱର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ବିଜେଡିର ଅନେକ ସଭ୍ୟ ଉପସ୍ଥିତ ରହି ଆସନ୍ତା ୫ ତାରିଖରେ ମୁଖ୍ୟମନ୍ତ୍ରୀ ଙ୍କ କଳାହାଣ୍ଡି ଗସ୍ତକୁ ସଫଳ କରିବା ପାଇଁ ବୈଠକରେ ଆଲୋଚନା କରାଯାଇଥିଲା ।ଏଥିରେ ବରିଷ୍ଠ ସଦସ୍ୟ ପଦ୍ମ ନାଭ ନାଗ ,ବାମ ଦେବ ପାଢ଼ୀ ,ଶ୍ରୀପତି ପଟେଲ ,ବୀଣା ପଟେଲ ,ବାସୁ ଦେବ ପାଢ଼ୀ ,ବୈକୁଣ୍ଠ ନ।ଏକ ,ଦାମୋଦର ପଟେଲ ପ୍ରମୁଖ ଉପସ୍ଥିତ ରହି ନିଜ ନିଜର ମତାମତ ପ୍ରଦାନ କରିଥିଲେ ।କାର୍ଯ୍ୟକ୍ରମ ରେ ପଞ୍ଚାୟତ ସଭାପତି ମହେଶ୍ୱର ସାହୁ ମୁଖ୍ୟମନ୍ତ୍ରୀ ଙ୍କ କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟାରେ ଯୋଗଦାନ କରି ବାକୁ ବିଜେଡି କର୍ମ କର୍ତ୍ତା ମାନଙ୍କୁ ଅନୁରୋଧ କରିଥିଲେ ।

ସୁନ୍ଦର ମୋହନ ଛତ୍ରିଆ ,ଚିଲିଗୁଡା

Related posts

ମୁଖ୍ୟ ମନ୍ତ୍ରୀଙ୍କ କଳାହାଣ୍ଡି ଗ୍ରସ୍ତ କୁ ନେଇ ଚଳଚଞ୍ଚଳ ଓ ପ୍ରସ୍ତୁତି ବୈଠକ

Sunil Chandra Nayak

ଝାଡ଼ଖଣ୍ଡ ମୁକ୍ତିମୋର୍ଚା ଦଳରେ ୪୧ ଜଣ ବିଭିନ୍ନ ଦଳର କର୍ମକର୍ତ୍ତା ସାମିଲ 

masiha

ନବରଙ୍ଗପୁର ଜିଲ୍ଲା କଂଗ୍ରେସ କମିଟି ତରଫରୁ ହାତରେ ହାତ ଯୋଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ        

Sunil Chandra Nayak

Leave a Comment

error: Content is protected !!