ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ଧର୍ମଗଡ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ୧୦୭ତମ ଜୟନ୍ତୀ ପାଳନ

ବିଜୁ ଜନତା ଦଳ ପକ୍ଷରୁ ଆଜି ଧର୍ମଗଡ ବିଜ୍ଞାପିତ ଅଞ୍ଚଳ ପରିଷଦ ଠାରେ ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକ ଙ୍କ ୧୦୭ତମ ଜୟନ୍ତୀ ପାଳିତ ହୋଇ ଯାଇଛି। ଧର୍ମଗଡ ବିଧାୟକ ମୌଷଧି ବାଗ ସ୍ୱର୍ଗତ ବିଜୁ ବାବୁଙ୍କ ତୈଳ ଚିତ୍ର ରେ ପୁଷ୍ପମାଲ୍ୟ ଓ ପୂଜାର୍ଚ୍ଚନା କରିଥଲେ ଏଵଂ ପ୍ରବାଦ ପୁରୁଷ ତଥା ଝଡ଼ର ଇଗଲ ସ୍ୱର୍ଗତ ବିଜବାବୁଙ୍କ ସ୍ମୃତି ଚାରଣ କରିଥଲେ। ଜିଲ୍ଲା ଉପ ସଭାପତି ଥବିର ପ୍ରସାଦ ସାହୁ, ରାଜ୍ୟ ମଙ୍ଗଳ ବୋର୍ଡ ଅଧ୍ୟକ୍ଷା ଶ୍ରୀମତୀ କଲ୍ୟାଣୀ ନାଏକ,ଏନଏସି ଉପଧ୍ୟକ୍ଷା ଶ୍ରୀମତୀ ମନୀଷା ମୁଣ୍ଡ ମିଶ୍ର, ବିଜୁ ଜନତା ଦଳ ଧର୍ମଗଡ ବ୍ଲକ ଉପାଧ୍ୟକ୍ଷ ଗୌର ଛତ୍ରିଆ, ସଂପାଦକ ଯୋଗେନ୍ଦ୍ର ସାହୁ, ପୁର୍ବତନ ଏନଏସି ଅଧ୍ୟକ୍ଷା ସୁଶ୍ରୀ ହୀରା ବାଗ, ସରକାରୀ ଓକିଲ ଧୀରେନ୍ଦ୍ର ପାତ୍ର, ଭବାନୀ ଶଙ୍କର ପଣ୍ଡା, ଜୁନାଗଡ ଆରଏମସି ଉପାଧ୍ୟକ୍ଷ ବିବେକ ରଞ୍ଜନ ମିଶ୍ର,କ୍ଷୀରୋଦ ବାଗ ପ୍ରମୁଖ ଉପସ୍ଥିତ ରହି ସ୍ୱର୍ଗତ ବିଜୁ ପଟ୍ଟନାୟକ ଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…

Related posts

ମୁସଲମାନ ଅତିବାଦୀଙ୍କ ଦ୍ବାରା ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଓ ସାଂପ୍ରଦାୟିକ ଉତେଜନାକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ ରାଇରଙ୍ଗପୁରରେ ବିଜେପି ତରଫରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା

Sunil Chandra Nayak

ଉତ୍କଳ ଆଲୁମିନା କମ୍ପାନୀ ସମ୍ମୁଖରେ ବିକ୍ଷୋଭ କରିବ କଂଗ୍ରେସ, ନ୍ୟାର୍ଯ୍ୟ ଦାବିକୁ ପୂରଣ କରୁନି ଜିଲ୍ଳା ପ୍ରଶାସନ

Sunil Chandra Nayak

ଝାଡ଼କୁସୁମୀରେ ବିଜେପିର କର୍ମୀ ସମ୍ମିଳନୀ ସହ ମିଶ୍ରଣ ପର୍ବ ଅନୁଷ୍ଠିତ, ବିଭିନ୍ନ ଦଳ ଛାଡ଼ି ଯୋଗଦେଲେ – 200 କର୍ମୀ 

masiha

Leave a Comment

error: Content is protected !!