ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭବାନିପାଟଣାଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୦୬.୩.୨୦୨୩ // ଆଜି ଜିଲ୍ଲାପାଳ ଙ୍କ ସଦଭାବନା ସଭାଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିଜୟ କୁମାର ନନ୍ଦ, ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ୱଜିତ୍ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୭୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୬୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଦୁର୍ଘଟଣା ଜନିତ ସହାୟତା ନିମନ୍ତେ ରେଡକ୍ରସ ତରଫରୁ ଗୋଲାମୁଣ୍ଡା ବ୍ଲକ ଧାମନପୂର୍ ଗ୍ରାମର ରାମେଶ୍ବର ନାୟକ ଙ୍କୁ ୧୫୦୦୦ ଟଙ୍କା ମଞ୍ଜୁର କରାଯାଇଥିଲା।

ମସିହା ନିଉଜ ସର୍ଭିସ୍ 

Related posts

ରାଉରକେଲା ମହାବିଦ୍ୟାଳୟରେ ତିନି ଦିନିଆ ଜିଲ୍ଲା ସ୍ତରୀୟ ରେଡକ୍ରସ୍ ଶିବିର ଉଦଯାପିତ

Sunil Chandra Nayak

ଏକତ୍ର ରାଉରକେଲା ର ଇସ୍ପାତ ନାଟ୍ୟ ମହୋତ୍ସବ ୨୦୨୪ . ଷଷ୍ଠ ଦିନ ରଙ୍ଗମଞ୍ଚ ର ନାଟକ ଜୀବନ ଯେମିତି ମଞ୍ଚସ୍ଥ …..

masiha

ପ୍ରଧାନମନ୍ତ୍ରୀ ବିଶ୍ୱ କର୍ମା ତାଲିମ କେନ୍ଦ୍ର ଉଦଘାଟିତ 

masiha

Leave a Comment

error: Content is protected !!