ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋକସରାଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୧୩.୩.୨୦୨୩ //ଆଜି କୋକସରା ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଧର୍ମଗଡ ଶ୍ରୀ ବେଦ ଭୂଷଣ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୩୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୦ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିଉଜ ସର୍ଭିସ୍ 

Related posts

ରାୟଗଡ଼ା ସ୍ବୟଂ ଶାସିତ ମହାବଦ୍ୟାଳୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

masiha

ପ୍ରବଳ ଗ୍ରୀଷ୍ମ ପ୍ରବାହ ସତ୍ୱେ ରକ୍ତଦାନ କରି ମଣିଷପଣିଆର ପରିଚୟ ଦେଲେ ସ୍ୱାସ୍ଥ୍ୟକର୍ମୀ ଶାନ୍ତି ମାଝୀ 

Sunil Chandra Nayak

ଡାବୁଗାଁ ସରକାରୀ (ଏସ୍ ଏସ୍ ଡି )ବାଳିକା ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ପାଳିତ

masiha

Leave a Comment

error: Content is protected !!