ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ସ୍ଵାସ୍ଥ୍ୟ

କନ୍ଧମାଳ ଜିଲା ଵରିଷ୍ଠ ନାଗରିକ ସଂଘ ପକ୍ଷରୁ ଆୟୁର୍ବେଦ ଚିକିତ୍ସା ଶିଵିର

କନ୍ଧମାଳ:17/03.(ମନିସ): କନ୍ଧମାଳ ଜିଲା ଵରିଷ୍ଠ ନାଗରିକ ସଂଘ, ଫୁଲଵାଣୀ ପକ୍ଷରୁ ଏକ ଆୟୁର୍ବେଦ ଚିକିତ୍ସା ଶିଵିର ଫୁଲବାଣୀ ଡ୍ରିମଲ୍ୟାଣ୍ଡ ହୋଟେଲରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅବସର ପ୍ରାପ୍ତ ପ୍ରଫେସର ଡାକ୍ତର ଜଗଦିଶ ଚନ୍ଦ୍ର ଵେଜ୍ ବରିଷ୍ଠ ନାଗରିକ ମାନଙ୍କ ଆଣ୍ଠୁ ଗଣ୍ଠି ଜନିତ ସମସ୍ୟାରେ ପୀଡିତମାନଙ୍କୁ ଚିକିତ୍ସା ସମ୍ଵନ୍ଧରେ ପରାମର୍ଶ ଦେବାସହିତ ମାଗଣାରେ ଔଷଧ ଵିତରଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସଭାପତି କମଳାକାନ୍ତ ପାଣ୍ଡେ ଓ ସାଧାରଣ ସମ୍ପାଦକ ପ୍ରଣବ ମଣ୍ଡଲ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ କନ୍ଧମାଳ ଜିଲା ବରିଷ୍ଠ ନାଗରିକ ସଂଘର କର୍ମକର୍ତ୍ତାମାନେ ଆୟୋଜନ ଓ ପରିଚାଳନା କରିଥିଲେ।

କନ୍ଧମାଳ ଜିଲ୍ଲା ଫୁଲବାଣୀରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ 

Related posts

ପ୍ରଗତି ମହାବିଦ୍ୟାଳୟରେ ବିଶାଳ ରକ୍ତଦାନ ଶିବିର ଆୟୋଜିତ

Sunil Chandra Nayak

ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ସମ୍ମିଳନୀ ପରିସରରେ ଶ୍ରୀ ଶ୍ରୀ ରବିଶଙ୍କର ବିଶ୍ବବିଦ୍ୟାଳୟ ଆନୁକୁଲ୍ୟରେ ଅଷ୍ଟେଓପାଥୀ କର୍ମଶାଳା

Sunil Chandra Nayak

ପୁଣି ଇନ୍ଦ୍ରାବତୀ ଜଳବନ୍ଦୀ ଅଞ୍ଚଳରେ ଝାଡାବାନନ୍ତି: ଜଣେ ମୃତ ଅନେକ ଆକ୍ରାନ୍ତ

Sunil Chandra Nayak

Leave a Comment

error: Content is protected !!