ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ନାମଯଜ୍ଞ ପାଇଁ ଶୁଭଖମ୍ଭ ସ୍ଥାପନ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା ଗ୍ରାମର ଯାଦବ ପଡ଼ାରେ ଷୋହଳ ପ୍ରହର ନାମଯଜ୍ଞ ପାଇଁ ଶୁଭ ଖମ୍ଭ ସ୍ଥାପନ ଶୁକ୍ରବାର ହୋଇ ଯାଇଛି l ଏଥିରେ ଅକୃର ଗହିର ଓ ତାଙ୍କ ଧର୍ମପତ୍ନୀ ଯମୁନା ଗହିର ଯଜ୍ଞ କର୍ତ୍ତା ଦାୟିତ୍ୱ ତୁଲାଉ ଥିବା ବେଳେ ପୂଜକ ଭାବେ ଡୋଳାମଣି ପଣ୍ଡିଆ ପୂଜାକାର୍ଯ୍ୟ ତୁଲାଇ ଥିଲେ l ବହୁ ଆନନ୍ଦ ଉଲ୍ଲାସର ସହ ଯାଦବ ପଡ଼ାବାସୀ ନାମଯଜ୍ଞ ଶୁଭ ଖମ୍ଭ ସ୍ଥାପନ ପୂଜା କାର୍ଯ୍ୟରେ ସହଯୋଗ କରିଥିଲେ l ଚଳିତ ମାସ ୨୭ତାରିଖ ଠାରୁ ୨୯ତାରିଖ ପର୍ଯ୍ୟନ୍ତ ଗ୍ରାମରେ ଷୋହଳ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହେବ ବୋଲି କମିଟି ପକ୍ଷରୁ ସୂଚନା ଦେଇଛନ୍ତି l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ୍ ମସୀହା

Related posts

ଚିଲିକା ମା, କାଳିଜାଇ ପୀଠରେ ପ୍ରଥମ ଥର ପାଇଁ ଅନୁଷ୍ଠିତ ହେବ ଜାଗର ଯାତ୍ରା

Sunil Chandra Nayak

ଡାବୁଗାଁରେ ଶ୍ରୀ ହନୁମାନ ଜୟନ୍ତୀ ପାଳିତ 

masiha

ବୃନ୍ଦବାହଲ ପ୍ରହରୀ ମଣ୍ଡପରେ ଷୋହଳ ପ୍ରହର ନାମଯଜ୍ଞ

Sunil Chandra Nayak

Leave a Comment

error: Content is protected !!