ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନର୍ଲା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୨୦.୩.୨୦୨୩ //ଆଜି ନର୍ଲା ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନିପାଟଣା ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୮୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୬୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୩୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିଉଜ ସର୍ଭିସ୍

Related posts

ବ୍ୟାପକ ଅବ୍ୟବସ୍ଥା ମଧ୍ୟରେ ସରିଲା ଲାଞ୍ଜିଗଡ଼ ବ୍ଲକ ଆମ ଓଡ଼ିଶା- ନବୀନ ଓଡ଼ିଶା କାର୍ଯ୍ୟକ୍ରମ: ମହିଳାମାନେ ହଇରାଣ ହେଲେ, ଗଣମାଧ୍ୟମ ପ୍ରତିନିଧିଙ୍କୁ ବି ଅଣଦେଖା

masiha

ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ 

Sunil Chandra Nayak

ଭାଲୁ ଆକ୍ରମଣ ଜଣେ ଗୁରୁତର

Sunil Chandra Nayak

Leave a Comment

error: Content is protected !!