ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ସ୍ଵାସ୍ଥ୍ୟ

ବେଦାନ୍ତ ହସ୍ପିଟାଲରେ ବିଶ୍ୱ ଯକ୍ଷ୍ମାଦିବସ ପାଳିତ

ଲାଞ୍ଜିଗଡ଼,୨୪/୦୩(ମନିସ)-ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ ହସ୍ପିଟାଲ ପରିସରରେ ବିଶ୍ୱ ଯକ୍ଷ୍ମା ଦିବସ ପାଳିତ ହୋଇଯାଇଛି । ଏଥିରେ ଲାଞ୍ଜିଗଡ ସରପଞ୍ଚ ସରସ୍ୱତୀ ମୁଣ୍ଡା, ବେଦାନ୍ତ ହସ୍ପିଟାଲ ମେଡିକାଲ ଅଫିସର ଡା. ପ୍ରଶାନ୍ତ ପରମାଣିକ, ଶିଶୁରୋଗ ବିଶେଷଜ୍ଞ ଡ. ଗୀତାଞ୍ଜଳି ଦେଇ, ବେଦାନ୍ତ ଲିମିଟେଡ ଡେପୁଟି ସିଏସ୍‌ଆର୍ ହେଡ୍ ସାନୀନ ଏନ୍‌ଏସ୍‌, କବିତା ସାହୁ, ବଣ୍ଟିରାଣୀ ପାଟଗିରି, ଶ୍ରୀମୁଖ ଅଗସ୍ତି ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ବେଦାନ୍ତ ହସ୍ପିଟାଲର ମୁଖ୍ୟ ପରିଚାଳନା ଅଧିକାରୀ ଅମର କୁମାର ମହାନ୍ତିଙ୍କ ତତ୍ୱାବଧାନରେ ବେଦାନ୍ତ ଲିମିଟେଡ ସିଏସଆର୍ ବିଭାଗ ଓ ବେଦାନ୍ତ ହସ୍ପିଟାଲ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଲାଞ୍ଜିଗଡ଼ ରୁ ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ 

Related posts

ରାଇରଙ୍ଗପୁର – ଗୋରୁମହିଷାଣୀ ଲୌହ ଖଣି ଅଂଚଳରେ ଉତ୍କଳ ପୋଲି କ୍ଲିନିକ୍ ତରଫରୁ ମାଗଣା ସ୍ବାସ୍ଥ୍ୟ ଶିବିର

ଦଳେଇଗୁଡା ଏସଏସଡି ବାଳିକା ହାଇସ୍କୁଲ ଛାତ୍ରୀ ଅସୁସ୍ଥ ଘଟଣା, ମେଡିକାଲ ଟିମର ଉପସ୍ଥିତିରେ ସ୍ୱାସ୍ଥ୍ୟ ପରୀକ୍ଷା 

Sunil Chandra Nayak

ଆଦିତ୍ୟବାହିନୀ ଦ୍ୱାରା ଶଙ୍କରଆଚାର୍ଯ୍ୟ ମଠରେ ନିଃଶୁଳ୍କ ଦନ୍ତ ଚିକିତ୍ସା ଶିବିର ଅନୁଷ୍ଠିତ

masiha

Leave a Comment

error: Content is protected !!