ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅଦିନିଆ ବର୍ଷା ସାଙ୍ଗକୁ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି

କାମାକ୍ଷାନଗର (ମନିସ )29/3/23 ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ୍ ରେ ଅପରାହ୍ନ ସମୟରେ ଅଦିନିଆ ବର୍ଷା ସାଙ୍ଗକୁ କାଳ ବୈଶାଖୀ ପ୍ରଭାବ ଜନିତ ବ୍ୟାପକ କ୍ଷୟକ୍ଷତି ଦେଖିବାକୁ ମିଳିଛି l ସୂଚନା ମୁତାବକ କାନପୁରା ଗ୍ରାମ ସୁଶାନ୍ତ ରାଉତ ନାମଙ୍କ ଜଣେ କ୍ଷୁଦ୍ର ବ୍ୟବସାୟୀଙ୍କ ର କୁକୁଡ଼ା ଫାର୍ମଟି ସମ୍ପୂର୍ଣ ଭାଙ୍ଗି ନଷ୍ଟ ହୋଇ ଯାଇଛି l ଏଥିରେ ପ୍ରାୟ ଏକ ଲକ୍ଷ ଟଙ୍କାର ସମ୍ପତି ନଷ୍ଟ ହୋଇଛି ବୋଲି ଜଣାପଡିଛି l ଏ ଛୋଟ ବ୍ୟବସାୟୀମାନଙ୍କୁ ପ୍ରଶାସନ ତରଫରୁ କିଛି ସାହାଯ୍ୟ ସହଯୋଗ ମିଳିପାରିଲେ ସେମାନେ ନିଜ ଜୀବିକାକୁ ବଞ୍ଚାଇ ପାରିବେ ବୋଲି ମତ ପ୍ରକାଶ କରିଛନ୍ତି l

କାମାକ୍ଷାନଗରରୁ ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

କୋଲ୍ହଣ ବିଶ୍ୱ ବିଦ୍ୟାଳୟର ଓଡ଼ିଆ ବିଭାଗରେ ଗୋପବନ୍ଧୁ ଜୟନ୍ତୀ ଓ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ

masiha

ମୋ ସ୍କୁଲ୍ ଅଭିଯାନର ପଞ୍ଚମ ସ୍ଵନକ୍ଷତ୍ର ସମାରୋହ ,ନର୍ଲା ବ୍ଲକର ଷ୍ଟଲ୍ ଶ୍ରେଷ୍ଠ ବିବେଚିତ

Sunil Chandra Nayak

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ଓ ଆଇଆଇପିଏମ୍ କାଂସବାହାଲ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଦାନପ୍ରଦାନ କାର୍ଯ୍ୟକ୍ରମ

masiha

Leave a Comment

error: Content is protected !!