ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ନବ ନିର୍ବାଚିତ ସରପଞ୍ଚଙ୍କ ଶୋଭାଯାତ୍ରା

ନୂଆପଡ଼ା ଜିଲ୍ଲାର ଖଡ଼ିଆଳ ବ୍ଲକ ଖାସବାହାଲ ଗ୍ରାମ ପଞ୍ଚାୟତର ନବ ନିର୍ବାଚିତ ସରପଞ୍ଚ କୁନୁ ଚରଣ ବେହେରା ନିଜ ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଶୋଭାଯାତ୍ରା କରି ଭୋଟର ମାନଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।ବଙ୍କାପୁର, ଖଇର ଭାଡ଼ି, ଆର୍ତ୍ତତ୍ରାଣ ପୁର,ନୁଆଁ ରାଜପୁର, ଚଚରା ଭଟା ଗ୍ରାମ ବୁଲି ବିପୁଳ ସଂଖ୍ୟାରେ ତାଙ୍କୁ ବିଜୟୀ କରାଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ଲୋକେ ମଧ୍ୟ ତାଙ୍କୁ ବନ୍ଦାପନା କରି ସ୍ୱାଗତ କରିଥିଲେ। ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ବିନା ସୂଚନା ଫଳକରେ ଚାଲିଛି କୋଟି କୋଟି ଟଙ୍କାର ମେଘା ପ୍ରକଳ୍ପ 

Sunil Chandra Nayak

ବାଲେଶ୍ବର – ଦୁଇଦିନିଆ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ସାପ କାମୁଡାରେ ଶିକ୍ଷକ ଙ୍କ ମୃତ୍ୟୁ

Sunil Chandra Nayak

Leave a Comment

error: Content is protected !!