ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

୮୮ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

ଢେଙ୍କାନାଳ ଜିଲ୍ଲାର ରିଜର୍ଭ ପୋଲିସ ପଡିଆଠାରେ ୮୮ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ଏସ୍ପି ଶ୍ରୀଯୁକ୍ତ ଜ୍ଞାନରଞ୍ଜନ ମହାପାତ୍ର ଯୋଗଦେଇ ଆଭିଭାଦନ ଗ୍ରହଣ କରିଥିଲେ। ସମସ୍ତ ପୁଲିସ ଅଧିକାରୀଙ୍କ କାର୍ଯ୍ୟକୁ ମୁଖ୍ୟ ଅତିଥି ପ୍ରଶଂସା କରିଥିଲେ । ଏହି ଅବସରରେ ୨୦୨୨ ମସିହା ନିମନ୍ତେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ କିଛି କର୍ମଚାରୀଙ୍କୁ ଆରକ୍ଷୀ ଅଧୀକ୍ଷକ ମାନପତ୍ର ସହ ସମ୍ବର୍ଦ୍ଧିତ କରିଥିଲେ । ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପୁରସ୍କୃତ କରାଯାଇଥିଲା ।

ଶୁଭମ ପାଣି ଙ୍କ ରିପୋର୍ଟ

Related posts

ରିଙ୍ଗରୋଡ଼ ଛେଣ୍ଡ ଭି. ଏସ. ଏସ ମାର୍କେଟ ଛକ ନିକଟରେ “ବ୍ୟାସବାଟିକା” ନିର୍ମାଣ ତଥା ଛକର ନାମ “ବ୍ୟାସଛକ” ହେଉ…

masiha

ରାଉରକେଲା ଇସ୍ପାତ କାରଖାନା କର୍ମଚାରୀ ସଂଘ ପାଳନ କଲା ବିଏମ୍ଏସର ୭୧ତମ ପ୍ରତିଷ୍ଠା ଦିବସ

Sunil Chandra Nayak

ଆଗଲପୁର ରେ ଥିଲା ଫାଣ୍ଡି ହେଲା ଥାନା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

Sunil Chandra Nayak

Leave a Comment

error: Content is protected !!