ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଜି ଉତ୍କଳ ଦିବସ ଅବସରରେ ବରପୁତ୍ରମାନଙ୍କୁ ମାଲ୍ୟାର୍ପଣ

ଆଜି ଢେଙ୍କାନାଳ ଜିଲ୍ଲା ପ୍ରଶାସନ ଓ ପୈାରପାଳିକା ପକ୍ଷରୁ ବିଭିନ୍ନ ବରପୁତ୍ରମାନଙ୍କ ପ୍ରତିମୃତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ବସଷ୍ଟାଣ୍ଡ ସ୍ଥିତ ଗାନ୍ଧୀ ପାର୍କରେ ମହାତ୍ମା ଗାନ୍ଧୀ, ସିଭିଲ କୋର୍ଟ ସ୍ଥିତ ଉତ୍କଳ ଗୌରବ ମଧୁସୂଦନ ଦାସ, ଲାଲ ବାହାଦୁର ଶାସ୍ତ୍ରୀ, ବଳରାମ ମନ୍ଦିର ନିକଟସ୍ଥ ସାରଙ୍ଗ ଧର ଦାସ, ସୁବାଷ ଚନ୍ଦ୍ର ବୋଷ, ରଥଗଡା ସ୍ଥିତ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓ ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କୁ ମାଲ୍ୟାର୍ପଣ କରିଥିଲେ ଢେଙ୍କାନାଳ ଜିଲ୍ଲାପାଳ ଶ୍ରୀଯୁକ୍ତ ସରୋଜ କୁମାର ସେଠୀ , ଉଦୟନାଥ ମହାପାତ୍ର (ଅତିରିକ୍ତ ଜିଲ୍ଲାପାଳ,ରାଜସ୍ବ) , ରମେଶ କୁମାର ସେଠୀ (ଅତିରିକ୍ତ ଜିଲ୍ଲାପାଳ ସାଧାରଣ), ପୈାରଅଧକ୍ଷା ଜୟନ୍ତୀ ପାତ୍ର ଓ ପୈାରନିର୍ବାହିଅଧିକାର ତରୁଣ କୁମାର ମହାପାତ୍ର ତଥା ସମସ୍ତ ସରକାରୀ କର୍ମଚାରୀ ଉପସ୍ଥିତ ଥିଲେ।

ଶୁଭମ ପାଣି ଙ୍କ ରିପୋର୍ଟ 

Related posts

ବିଦ୍ୟୁତ କାଟ ନେଇ ସିପିିଆଇ(ଏମ) ର ଆନ୍ଦୋଳନ

Sunil Chandra Nayak

ରେଲୱେ ସମସ୍ୟା ଉପରେ ରାଜ୍ୟସଭା ସାଂସଦ ଙ୍କ ଦାବୀ ପ୍ରସଙ୍ଗ – କାର୍ଯ୍ୟକାରିତା ରିପୋର୍ଟ ଦେଲେ ପୂର୍ବତଟ ରେଳ ମହାପ୍ରବନ୍ଧକ

Sunil Chandra Nayak

ଇନ୍ଦ୍ରାବତୀ ଠାରୁ କେସିଙ୍ଗାକୁ ବାବୁଲି ନାମକ ଘରୋଇ ବସ ଚଳାଚଳ କରିବା ପାଇଁ ଦାବୀ

Leave a Comment

error: Content is protected !!