ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଦୁଇଟି ମଟର ସାଇକେଲ ସହ ଗଞ୍ଜେଇ ଚାଲାଣ ବେଳେ ଜବତ: ଘଟଣା ସ୍ଥଳରୁ ୧୦ ଚାଲାଣ କାରୀ ଚମ୍ପଟ 

ବାଲିଗୁଡା,02/04.(ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ବାଲିଗୁଡା ଥାନା ଅନ୍ତର୍ଗତ କିଲୁଗାଁ ଗ୍ରାମରେ ଗଞ୍ଜେଇ ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ପୋଲିସ ଚଢଉ କରି ୭୩୫ କେଜି ଗଞ୍ଜେଇ ସହ ଦୁଇଟି ବାଇକକୁ ଜବତ କରିଥିବା ବେଳେ ପୋଲିସ କୁ ଦେଖି ଦୁଇଟି ବାଇକ କୁ ଛାଡି ୧୦ ଜଣ ଗଞ୍ଜେଇ ଚାଲାଣ କାରୀ ଘଟଣା ସ୍ଥଳରୁ ଚମ୍ପଟ ମାରିଥିବା ଜଣାପଡିଛି l ଏ ନେଇ ବାଲିଗୁଡା ପୋଲିସ କେଶ ନଂ.୮୯/୨୩ ପ୍ରକାରେ ଏକ ମାମଲା ରୁଜୁ କରି ତଦନ୍ତ ଅବ୍ୟାହତ ରହିଛି ବୋଲି ଆଇଆଇସି ବାବା ଶଙ୍କର ସରାଫ ସୂଚନା ଦେଇଛନ୍ତି ।

କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ପାଞ୍ଚଦିନ ହେଲା ବୃଦ୍ଧଙ୍କ ନିଖୋଜ ଘଟଣା ପୁଲିସର କାର୍ଯ୍ୟାନୁଷ୍ଠାନ ନେଇ ପ୍ରଶ୍ନବାଚୀ ଗୁଣିଗାରେଡିରୁ ହତ୍ୟା ପରେ ଶବ ଗାୟବ ସନ୍ଦେହ କାଣ୍ଡାମା ଗାଁରେ ଦାନା ବାନ୍ଧୁଛି ଜନ ଅସନ୍ତୋଷ

Sunil Chandra Nayak

ଅବକାରୀ ବିଭାଗର ଚଢ଼ାଉ,୨ ଜଣ ଗିରଫ 

masiha

ବନପାଲ ରମେଶ ପଣ୍ଡା ଙ୍କ ଦ୍ଵାରା କାଠ ବୋଝେଇ ଟ୍ରାକ୍ଟର ଜବତ , ୪ ଅଭିଯୁକ୍ତକୁ କୋର୍ଟ ଚାଲାଣ

masiha

Leave a Comment

error: Content is protected !!