ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ତେଜରାଜ ମାଝିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

      ଉତ୍କେଲା-୦୨/୦୩/ନିପ୍ର, ବୁଧବାର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର କେସିଙ୍ଗା ର ବରିଷ୍ଠ ଆଚାର୍ଯ୍ୟ ଶ୍ରୀଯୁକ୍ତ ତେଜରାମ ମାଝୀଙ୍କର ବିଦାୟକାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ ହୋଇଥିଲା । ଶ୍ରୀ ତେଜରାମ ମାଝୀ ୭/୧୦/୧୯୮୭ରୁ ୨୮/୦୨/୨୦୨୨ରିଖ ପର୍ଯ୍ୟନ୍ତ ଦୀର୍ଘ ୩୫ ବର୍ଷ କାଳ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର କେସିଙ୍ଗାକୁ ସେବାଦେଇ ଆସୁଥିଲେ । ଉକ୍ତ ସଭାରେ ପରିଚାଳନା ସମିତିର ସମ୍ପାଦକ ଶ୍ରୀ ଅଭୟ କୁମାର ଦେବତା, ଯୁଗ୍ମ ସମ୍ପାଦକ ଶ୍ରୀ ନିଳମଣି ସିଂ, କୋଷାଧ୍ୟକ୍ଷ ଶ୍ରୀ ସଞ୍ଜୀବ ମାଝୀ, ଉପଦେଷ୍ଟା ରାମ ଅବତାର ଅଗ୍ରୱାଲ , ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ପ୍ରବୀଣ ବେହେରା ତଥା ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ଉକ୍ତ ସଭାକୁ ଗୁରୁଜୀ ସନ୍ତୋଷ କୁମାର ମିଶ୍ର ପରିଚାଳନା କରିଥିଲେ ।ଅର୍ଜୁନ ପୋଡ଼ ଙ୍କ ରିପୋର୍ଟ ।

Related posts

ଜୁନାଗଡ଼ ପୌର ଉପାଧ୍ୟକ୍ଷ୍ୟା ଭାବେ ହିମାଦ୍ରୀ ନାଏକ ନିର୍ଦ୍ୱନ୍ଦରେ ନିର୍ବାଚିତ

Sunil Chandra Nayak

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଛାତରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ବିଜେପିର ଦାବୀ

Sunil Chandra Nayak

ଅପର୍ତ୍ତି ସେଠୀ ଙ୍କ କବିତା ଏତ କଳିଯୁଗ ବାଣୀ

Sunil Chandra Nayak

Leave a Comment

error: Content is protected !!