ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

୩ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ : ୫ ଯୁବକଙ୍କ ନାମରେ ମାମଲା

ଲାଞ୍ଜିଗଡ,୨୦/୦୪(ମନିସ)-ଲାଞ୍ଜିଗଡ ବ୍ଲକ ବିଜେପୁର ଥାନାଞ୍ଚଳରେ ୩ ଜଣ ନାବାଳିକାଙ୍କୁ ପାଞ୍ଚଜଣ ଯୁବକ ଗଣଦୁଷ୍କର୍ମ କରିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସ୍ରୁଷ୍ଟି କରିଛି । ବିଜେପୁର ଥାନା ବେନଗାଁ ଅଞ୍ଚଳର ୩ ଜଣ ନାବାଳିକା ରାତିରେ ନାଟକ ଦେଖି ଫେରୁଥିବା ବେଳେ ପାଜିବାହାଲି ଗାଁର ପାଞ୍ଚଜଣ ଯୁବକ ସେମାନଙ୍କ ସହିତ ଗଣଦୁଷ୍କର୍ମ କରିଥିବା ନେଇ ବିଜେପୁର ଥାନାରେ ଅଭିଯୋଗ ହୋଇଛି । ଏ ନେଇ ବିଜେପୁର ଥାନାରେ କେସ୍ ନଂ ୮/୨୩ ଓ ୯/୨୩ରେ ଦୁଇଟି ମାମଲା ରୁଜୁ ହୋଇଛି । ସେହିପରି ପୀଡ଼ିତାମାନଙ୍କୁ ଡାକ୍ତରୀ ମାଇନା କରାଯାଇଛି। ପୁଲିସ ପକ୍ଷରୁ ତଦନ୍ତ ଜାରି ରହିଥିବାବେଳେ ଅଭିଯୁକ୍ତମାନେ ଫେରାର ଅଛନ୍ତି ! 

ଲାଞ୍ଜିଗଡ଼ ବ୍ଲକରୁ ସୁଶୀଲ କୁମାର ବାଗଙ୍କ ରିପୋର୍ଟ

Related posts

ଭିଜିଲାନ୍ସ ଜାଲରେ ଚନ୍ଦ୍ରପୁର ତହସିଲଦାର

masiha

ଥୁଆଙ୍ଗପଦର ଗାଁର ଛାତ୍ରଙ୍କ ଶବ ପୁରୁଣା ଅମ୍ବାଦଳା ରେଳ ଧାରଣାରୁ ଉଦ୍ଧାର, ରେଳବାଇ ପୁଲିସ ପକ୍ଷରୁ ତଦନ୍ତ ଜାରି

Sunil Chandra Nayak

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତ ଦେହ ଜମିହୁଡ଼ାରୁ ଉଦ୍ଧାର, କାରଣ ଅସ୍ପଷ୍ଟ, ପୋଲିସର ତଦନ୍ତ ଜାରି

masiha

Leave a Comment

error: Content is protected !!