ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅକ୍ଷୟ ତୃତୀୟା ରେ କୃଷକ ଦିବସ ପାଳିତ

 ଚିଲିଗୁଡା ( ମ ନି ସ )  ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଭଇଁରିଗୁଡା ପଞ୍ଚାୟତ ର କୁରୁଗୁଡ଼ା ଗ୍ରାମରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ କୃଷକ ଦିବସ ପାଳିତ ହୋଇଯାଇଛି ।ବ୍ଲକ କୃଷି ଅଧିକାରୀ ରଞ୍ଜନ କୁମାର ପଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଜୁନାଗଡ଼ ବ୍ଲକ ଅଧକ୍ଷା ସବିତା ମେହେର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଅକ୍ଷୟ ତୃତୀୟା ର ମହତ୍ଵ ଓ ଉଦେଶ୍ୟ ସମ୍ପର୍କରେ ଅବଗତ କରାଇଥିଲେ ।ଏଥିରେ ସମ୍ମାନିତ ଅତିଥି ଭାବେ ଆତ୍ମାର ଅଧକ୍ଷ ଅଶୋକ ପଟ୍ଟନାୟକ , ଜିଲ୍ଲା ପରିଷଦ ସଭ୍ୟ। ସଂଗୀତା ଖର୍ସେଲ ଏବଂ ଅଞ୍ଚଳର ଅନେକ ଚାଷୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

ସୁନ୍ଦର ମୋହନ ଛତ୍ରିଆ ,ଚିଲିଗୁଡା

Related posts

ରାଇଘର ଅଞ୍ଚଳ ରେ ବଣୁଆ ହାତୀ ଆତଙ୍କ ଜଣେ ମୃତ

Sunil Chandra Nayak

୧୯୭୯ ମେଟ୍ରିକ ବ୍ୟାଚର ବନ୍ଧୁମିଳନ

masiha

ମୋଟର କର୍ମଚାରୀ ସଂଘ ତରଫରୁ ଶ୍ରମିକ ଦିବସ ପାଳନ ଓ ସମ୍ୱର୍ଦ୍ଧନା 

masiha

Leave a Comment

error: Content is protected !!