ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଲାଞ୍ଜିଗଡ଼ ପଞ୍ଚାୟତ କାର୍ଯ୍ୟାଳୟରେ ମାସିକ ବୈଠକ ଅନୁଷ୍ଠିତ

ଲାଞ୍ଜିଗଡ଼,୨୬/୦୪(ମନିସ)-ଲାଞ୍ଜିଗଡ଼ ପଞ୍ଚାୟତ କାର୍ଯ୍ୟାଳୟରେ ଆଜି ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି ! ସରପଞ୍ଚ ସରସ୍ବତୀ ମୁଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏଇ ବୈଠକରେ ସମିତିସଭ୍ୟା ସୁମତୀ ମାଝୀ, ନାଏବ ସରପଞ୍ଚ ହରି ତାଣ୍ଡିଙ୍କ ସମେତ ପଞ୍ଚାୟତର ସମସ୍ତ ୱାର୍ଡ ସଭ୍ୟ, ସଭ୍ୟା ଉପସ୍ଥିତ ଥିଲେ ! ଏଇ ଅବସରରେ ଗ୍ରାମରୋଜଗାର ସେବକ, ଯୋଗାଣ ସହାୟକ ରାଜେନ୍ଦ୍ର ମହାକୁଡ଼ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ! ବୈଠକରେ ପଞ୍ଚାୟତ ଅଞ୍ଚଳର ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରାଯାଇଥିଲା !

ଲାଞ୍ଜିଗଡ଼ ରୁ ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ 

Related posts

ଶ୍ରଦ୍ଧା ରେ ଗୁରୁଦିବସ ପାଳନ 

Sunil Chandra Nayak

ପାଣି ଟ୍ୟାଙ୍କରକୁ ଧକ୍କା ଦେଲା ବାଇକ୍‌, ଜଣେ ମୃତ, ଜଣେ ଗୁରୁତର 

masiha

ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା-୨୦୨୪ରେ  ବ୍ରଜନାଥ ବଡଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳର ଉଲ୍ଲେଖନୀୟ ସଫଳତା

masiha

Leave a Comment

error: Content is protected !!