ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ ଓକିଲ ସଂଘ ପକ୍ଷରୁ ସ୍ବାଭିମାନ ଦିବସ ପାଳିତ

ଧର୍ମଗଡ଼ ଓକିଲ ସଂଘ ପକ୍ଷରୁ ମଧୁବାବୁ ଜୟନ୍ତୀ ତଥା ସ୍ୱାଭିମାନ ଦିବସ ପାଳିତ ହୋଇଯାଇଛି। ସଂଘର ସମ୍ପାଦକ ବିଶ୍ଵରଞ୍ଜନ ମୁଣ୍ଡ ଙ୍କ ଅଧ୍ୟକ୍ଷତା ଏକ ସ୍ମୁତି ସଭା ଆୟୋଜିତ ହୋଇଥିଲା। ବରିଷ୍ଠ ଆଇନଜୀବୀ ପ୍ରଦୀପ ଦାସ, ସମୀର ମୁଣ୍ଡ, ସନ୍ତୋଷ ମେହେର, ସୁବାସ ପାଣିଗ୍ରାହୀ,କୃପାସିନ୍ଧୁ ପଣ୍ଡା, ସୁମନ୍ତ ପଣ୍ଡା, କମଳିନୀ ରଥ, ସରକାରୀ ଓକିଲ ଧୀରେନ୍ଦ୍ର ନାଥ ପାତ୍ର, ଅଜିତ ସାହୁ, ପୂର୍ଣ୍ଣଚନ୍ଦ୍ର ନାଗ,ରାଜେନ୍ଦ୍ର ମୁନି ପ୍ରମୁଖ ସେମାନଙ୍କ ବକ୍ତବ୍ୟ ମାଧ୍ୟମରେ ସ୍ଵାଭିମାନୀ ବରପୁତ୍ର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ସ୍ମୁତି ଚାରଣ କରିଥିଲେ। ମଧୁବାବୁଙ୍କ ଜୟନ୍ତୀକୁ କୁ ଆଇନଜୀବୀ ଦିବସ ଭାବେ ପାଳନ କରାଯାଉଥିବାରୁ ଏହାର ମାହାତ୍ମ୍ୟ ଉପରେ ଉପସ୍ଥିତ ଓକିଲ ମାନଙ୍କୁ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ନବରଂଗପୁର ଠାରେ ପବିତ୍ର ଅକ୍ଷୟ ତୃତୀୟା ପାଳନ ଅବସରରେ ଜିଲ୍ଲା ସ୍ତରୀୟ କୃଷକ ଦିବସ ପାଳନ 

Sunil Chandra Nayak

ଜିଲ୍ଲାସ୍ତରୀୟ ବିକାଶ ମେଳା  ୨୦୩୬ ମସିହା ବେଳକୁ ଓଡ଼ିଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ_ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ 

masiha

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୪ତମ ଜୟନ୍ତୀ ପାଳିତ 

Sunil Chandra Nayak

Leave a Comment

error: Content is protected !!