ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଗକୁ ବର୍ଷା ଦିନକୁ ନଜରରେ ରଖି ପୈାରପାଳିକା ସଫେଇ କର୍ମଚାରୀମାନେ ଡ୍ରେନଗୁଡିକୁ ସଫା କରିବାରେ ବ୍ୟସ୍ତ

ଆଗକୁ ବର୍ଷା ଦିନକୁ ନଜରରେ ରଖି ପୈାରପାଳିକା ସଫେଇ କର୍ମଚାରୀମାନେ ଡ୍ରେନଗୁଡିକୁ ସଫା କରିବାରେ ବ୍ୟସ୍ତ । ବର୍ଷା ଦିନକୁ ନଜରରେ ରଖି ଢେଙ୍କାନାଳ ପୈାରପାଳିକା ପକ୍ଷରୁ ରାସ୍ତାର ବାମ ଓ ଡାହାଣ ପାର୍ଶ୍ଵରେ ଥିବା ଡ୍ରେନ୍ ଗୁଡିକୁ ସଫେଇ କର୍ମଚାରୀମାନେ ଯୋରସୋରରେ ସଫା କରୁଛନ୍ତି। ପୈାର ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ତରୁଣ କୁମାର ମହାପାତ୍ର ଙ୍କ ତତ୍ବାବଧାନରେ ଏହି ସଫେଇ କାର୍ଯ୍ୟକ୍ରମ ଯୋରସୋରରେ ଚାଲୁରହିଛି।

ଶୁଭମ୍ ପାଣି ଙ୍କ ରିପୋର୍ଟ 

Related posts

ଆଇଏଏସ୍ ଅଫିସର ଧୀମାନ ଚକମାଙ୍କ ଜାମିନ ଆବେଦନ ଖାରଜ

masiha

ବିଭିନ୍ନ ନିଶାଦ୍ରବ୍ୟ ଓ ଅପମିଶ୍ରିତ ବିଷାକ୍ତ ମାଦକ ଦ୍ରବ୍ୟ ର କୁପରିଣାମ ଉପରେ ବିଶେଷ ସଚେତନତା ସୃଷ୍ଟି ପାଇଁ ଶୋଭାଯାତ୍ରା, ସ୍ଵାସ୍ଥ୍ୟ ମେଳା ଓ ରକ୍ତ ଦାନ ଶିବିର 

masiha

ରାଇରଙ୍ଗପୁର ରେ’ ଓଡ଼ିଆ ପକ୍ଷ’ ପାଳନ ଅବସରରେ ଉପଖଣ୍ଡ ଶ୍ରମ କାର୍ଯ୍ୟାଳୟ ଆନୁକୁଲ୍ୟରେ ” ଓଡ଼ିଆ ନାମ ଫଳକ ଅଭିଯାନ ସଚେତନତା’ ରଥ ପରିକ୍ରମା 

masiha

Leave a Comment

error: Content is protected !!