ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୋଲାମୁଣ୍ଡାଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୨୨.୦୫.୨୦୨୩ //ଆଜି ଗୋଲାମୁଣ୍ଡାସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଧର୍ମଗଡ ଶ୍ରୀ ବେଦ ଭୂଷଣ , ବ୍ଲକ ଅଧ୍ୟକ୍ଷ ଶ୍ରୀ ବିନ୍ଦୁ ମହାନନ୍ଦ, ବି ଡି ଓ ଶ୍ରୀ ଧର ପଣ୍ଡା ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୩୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିୟୁଜ୍ ସର୍ଭିସ୍ 

Related posts

ତେଲିବନ୍ଧ ଉଚ୍ଚ ବିଦ୍ୟାଳୟ ରେ 77ତମ ସ୍ୱାଧୀନତା ଦିବସ ପାଳନ

masiha

କୁମ୍ଭାରିପୁଟ ଗାଁର ଡିପଥେରିଆ ରୋଗରେ ଆକ୍ରାନ୍ତ ଶିଶୁର ବ୍ରହ୍ମପୁର ଏମ କେ ସି ଜି ମେଡିକାଲ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ,ଭୟରେ ଗ୍ରାମବାସି 

masiha

କିଡନୀ ରୋଗରେ ପୀଡିତ ଗଙ୍ଗାଧରଙ୍କୁ ସାହାଯ୍ୟର ହାତ ବଢ଼ାଇଲା ଦରଦୀ ବନ୍ଧୁ ଫାଉଣ୍ଡେସନ

masiha

Leave a Comment

error: Content is protected !!