ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଇ-ଆଡ଼ମିଶନ ଟ୍ରେନିଂରେ ଥିଲେ ଅନୁପସ୍ଥିତ ଥିବାରୁ କଳାହାଣ୍ଡି ବିଶ୍ଵବିଦ୍ୟାଳୟ ସହ ୮ ଡିଗ୍ରୀ କଲେଜକୁ କାରଣ ଦର୍ଶାଅ ନୋଟିସ୍ ଜାରି

କଳାହାଣ୍ଡି ବିଶ୍ଵବିଦ୍ୟାଳୟକୁ ଉଚ୍ଚ ଶିକ୍ଷା ବିଭାଗର କାରଣ ଦର୍ଶାଅ ନୋଟିସ।ଚଳିତ ମାସ ୨୩ ଓ ୨୪ ତାରିଖରେ ଭୁବନେଶ୍ଵରରେ ଅନୁଷ୍ଠିତ ଇ-ଆଡ଼ମିଶନ ଟ୍ରେନିଂ କାର୍ଯ୍ୟକ୍ରମରେ ଅନୁପସ୍ଥିତ ଥିବାରୁ ବିଶ୍ଵବିଦ୍ୟାଳୟ କୁଳ ସଚିବଙ୍କୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି ।

କଳାହାଣ୍ଡି ବିଶ୍ଵବିଦ୍ୟାଳୟ ସହ ୮ ଡିଗ୍ରୀ କଲେଜ ବି ନୂଆ ପଦ୍ଧତିରେ ହେବାକୁ ଥିବା ଇ-ଆଡ଼ମିଶନ ଟ୍ରେନିଂ କାର୍ଯ୍ୟକ୍ରମରେ ଅନୁପସ୍ଥିତ ଥିଲେ । ଏନେଇ ୮ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ବି ନୋଟିସ କଲା ଉଚ୍ଚ ଶିକ୍ଷା ବିଭାଗ । ଆସନ୍ତା ୨୯ ତାରିଖ ସୁଦ୍ଧା ନୋଟିସର ଜବାବ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ପାଉଡର ମେଟାଲରଜି ଆଣ୍ଡ ସ୍ମାର୍ଟ୍ ମ୍ୟାଟେରିଆଲ ଉପରେ କର୍ମଶାଳା

masiha

ମାଆ ଏକ ମନ୍ଦିରର ଅଡିସନ

Sunil Chandra Nayak

ଓଡ଼ିଆ ଭାଷା ବିକାଶ ମଂଚ – ସ୍ଵଭାବକବି ଗଙ୍ଗାଧର ମେହେରଙ୍କୁ ଭକ୍ତିପୁତ ଶ୍ରଦ୍ଧାଞ୍ଜଳି 

Sunil Chandra Nayak

Leave a Comment

error: Content is protected !!