ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କାର୍ଯ୍ୟଭାର ଗ୍ରହଣ କଲେ ଗୋବର୍ଦ୍ଧନପୁରର ନବନିର୍ବାଚିତ ସରପଞ୍ଚ ବୈଦେହୀ ମାଝୀ

ଲାଞ୍ଜିଗଡ,୧୧/୦୩(ମ.ନି.ସ)-ଲାଞ୍ଜିଗଡ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମପଞ୍ଚାୟତର ନବନିର୍ବାଚିତ ସରପଞ୍ଚ ବୈଦେହୀ ମାଝୀ ଆଜି ପଦ ଓ ଗୋପନୀୟତାର ଶପଥ ନେବା ସହିତ ବିଧିବଦ୍ଧ ଭାବେ ସରପଞ୍ଚ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ସେ ନୂତନ ସରପଞ୍ଚ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଗୋବର୍ଦ୍ଧନପୁର ପଞ୍ଚାୟତର ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ନେବେ ବୋଲି ନିଜ ପ୍ରତିକ୍ରିୟାରେ କହିଛନ୍ତି । ସେ ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ସମେତ ବିଭିନ୍ନ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତିମାନେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ।

 ଲାଞ୍ଜିଗଡରୁ ସୁଶୀଲ କୁମାର ବାଗଙ୍କ ରିପୋର୍ଟ୍‌

Related posts

ସାହିତ୍ୟ ଅଗଣା

Sunil Chandra Nayak

ବିବାହ ବେଳେ ନବ ଦମ୍ପତିଙ୍କୁ ସରକାର ଦେବେ ‘ୱେଡିଂ କିଟ୍

Sunil Chandra Nayak

ଜୁଆ ଅଡ୍ଡାରେ ୧୩ ଜଣଙ୍କୁ ଧରିଲା ଖାତିଗୁଡା ପୋଲିସ 

Sunil Chandra Nayak

Leave a Comment

error: Content is protected !!