ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ସ୍ଵାସ୍ଥ୍ୟ

ଟେମରା ଠାରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଉଦଘାଟିତ

କୋକସରା,୧୭/୬- କଳାହାଣ୍ଡି ଜିଲ୍ଲା କୋକସରା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବା ଟେମରା ପଞ୍ଚାୟତ ଟେମରା ଠାରେ ଶୁକ୍ରବାର ଅସ୍ଥାୟୀ ସ୍ୱାସ୍ଥ୍ୟ ଚିକିତ୍ସା କେନ୍ଦ୍ର ଉଦଘାଟିତ ହୋଇଯାଇଛି। ଏହି ଅବସରରେ ଟେମରା ସରପଞ୍ଚ କ୍ଷିତିରାମ ପାତ୍ର, ହେମନ୍ତ ବାଣୁଆ, ପର୍ଶୁରାମ ଦାସ, ବୃନ୍ଦାବନ ସତନାମୀ, କ୍ଷୀରସିନ୍ଧୁ ହଂସ, ଦେବରାଜ ସୁନାନୀ, କମଣ୍ଡଳ ପଟେଲ, ଦୁର୍ଯ୍ୟନ ପୋଢ଼ ଗ୍ରାମବାସୀ ଉପସ୍ଥିତ ରହିଥିବା ବେଳେ ସ୍ୱାସ୍ଥ୍ୟ କେନ୍ଦ୍ରର ସିଏଚଓ ସୁହାସିନି ନାୟକ ଉପସ୍ଥିତ ରହି ସରପଞ୍ଚ ଓ ଗ୍ରାମବାସୀଙ୍କ ସହଯୋଗ କାମନା କରିଥିଲେ।

ମସିହା ନିୟୂଜ୍ ସର୍ଭିସ୍ 

Related posts

ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ଖରିଆରୋଡ ରେ ରକ୍ତଦାନ ଶିବିର

Sunil Chandra Nayak

ନର୍ଲା ବ୍ଲକ୍ ଅଧିନ ରୁପ୍ରା, ମୁସ୍କୁଟି, ଗିଗିନା ଓ କର୍ମେଗାଁ ସମେତ ସମଗ୍ର ଅଞ୍ଚଳରେ ଫାଇଲେରିଆ ନିରାକରଣ ଅଭିଯାନ ଓ ସାର୍ବଜନୀନ ବାତଜ୍ୱର ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ 

Sunil Chandra Nayak

ସମାଜସେବା ରେ ସାମାଜିକ ସଂଗଠନ “ସମାଜ ପାଇଁ ସମର୍ପିତ” 

Sunil Chandra Nayak

Leave a Comment

error: Content is protected !!