ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁ ଶ୍ରୀ ଜଗନ୍ନାଥ ଙ୍କ ନେତ୍ର ଉତ୍ସବ ପାଳିତ

ଡାବୁଗାଁ, ୧୯/୬ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ରେ ସମୋବାର ଶ୍ରୀ ଜିଉ ଙ୍କ ନେତ୍ର ଉତ୍ସବ ପାଳନ ସହ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୂଜକ ମହେଶ ପଣ୍ଡା ଓ ନବୀନ ପାଢୀ ପୂଜାର୍ଚ୍ଚନା କରିଥିଲେ । ଉତ୍ସବ ରେ କର୍ତ୍ତା ଭାବେ ଜି ଭେଙ୍କେଟେଶ୍ଵର ରାଓ ନେତ୍ର ଉତ୍ସବ ରେ ଯୋଗଦାନ କରିଥିଲେ । ଏହି ଅବସରରେ ଡାବୁଗାଁ ଜଗନ୍ନାଥ ମନ୍ଦିର କମିଟି ର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ଏହି ଉତ୍ସବରେ ସହଯୋଗ କରିଥିଲେ । ମଙ୍ଗଳବାର ରଥଯାତ୍ରା ଅନୁଷ୍ଠିତ ହେବ ରଥରେ ବସି ୩ ଠାକୁର ସମସ୍ତ ଭକ୍ତଙ୍କୁ ଦର୍ଶନ ଦେବେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଆଦିବାସୀ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ଜନସଚେତନତା ଶୋଭାଯାତ୍ରା 

masiha

ସ୍ୱଦେଶୀ ଜାଗରଣ ମଞ୍ଚ ପ୍ରାନ୍ତ ଯୁବ ପ୍ରମୁଖ ଗୋଦାବରୀଶ ପାତ୍ରଙ୍କ ମାତୃ ବିୟୋଗରେ ଶୋକ ର ଛାୟା 

ନୂଆପଡ଼ାରେ ‘ଉଦ୍ୟମୀ ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ କାର୍ଯ୍ୟକ୍ରମ’ ଶୁଭାରମ୍ଭ
 ମହିଳା ଉଦ୍ୟମିତାକୁ ଗୁରୁତ୍ୱ, ଯୁବପିଢ଼ି ନିଯୁକ୍ତିଦାତା ହେବାକୁ ଜିଲ୍ଲାପାଳଙ୍କ ଆହ୍ୱାନ

Sunil Chandra Nayak

Leave a Comment

error: Content is protected !!