ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସେମଳାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ

ପାପଡାହାଣ୍ଡି,22/6, ମନିସ — ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ସେମଳା ପଂଚାୟତ କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି | ଆୟୋଜିତ କାର୍ଯ୍ୟକ୍ରମରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରି, ପାପଡାହାଣ୍ଡି ବ୍ଲକ ଉପାଧକ୍ଷ ସୁଶାନ୍ତ କୁମାର ବେହେରା, ଏସଡିସି ଉପାଧକ୍ଷ ଭାନୁମତି ପୁଜାରି, ଅଧକ୍ଷା ପ୍ରତିନିଧି ପରେଶ ଜେନା, ସରୋଜ ଜାଲ ପ୍ରମୁଖ ଉପସ୍ଥିତ ଥିଲେ | ଏହି ଅବସରରେ ବ୍ଲକର ସାନବାର୍ଲି, ମାଝୀଗୁଡା, ସେମଳା, ଚନ୍ଦ୍ରପୁର ଓ ତୁମ୍ବର୍ଲା ପଂଚାୟତର 50 ଜଣଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିଲା | ଅଗାମି ଦିନରେ ଜୋନ ସ୍ତରୀୟ କାର୍ଯ୍ୟାଦେଶ ବଣ୍ଟନ କରାଯିବ | ଏତଦ ବ୍ୟାତୀତ ମୋ ଘର ନେଇ ଲୋକଙ୍କୁ ସଚେତନତା କରିବା ସହ ଲିଫଲେଟ ବଣ୍ଟନ କରାଯାଇଥିଲା | କାର୍ଯ୍ୟକ୍ରମରେ 5ଗୋଟି ପଂଚାୟତର ଲୋକ ପ୍ରତିନିଧି ମାନେ ଉପସ୍ଥିତ ଥିଲେ |

ପାପଡାହାଣ୍ଡି ରୁ ସ୍ବପ୍ନ ଜୀତ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଭାରତୀୟ ମଜଦୁର ସଂଘ କଳାହାଣ୍ଡି ଶାଖାର ଏକ ବୈଠକ ଅନୁଷ୍ଠିତ 

masiha

ଏଫ୍. ଏମ୍. କଲେଜ ଛାତ୍ରୀ ସୌମ୍ୟାଶ୍ରୀ ର ଏକାଦଶାହ ଉପଲକ୍ଷେ ଶ୍ରଦ୍ଧାଞ୍ଜଳି ସଭା ଓ ବଳଙ୍ଗା, ନବରଙ୍ଗପୁର ସହ ଜଗତ୍ସିଂହପୁର ଛାତ୍ରୀ ଙ୍କ ଆଶୁ ଆରୋଗ୍ୟ ନିମନ୍ତେ ପ୍ରଦୀପ ପ୍ରଜ୍ଜ୍ଵଳନ 

Sunil Chandra Nayak

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ମଇ ଦିବସ ଏବଂ ଆନ୍ତର୍ଜାତୀୟ ଶ୍ରମିକ ଦିବସ -୨୦୨୩ ପାଳିତ

Leave a Comment

error: Content is protected !!