ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋକସରା ଠାରେ ଅତିରିକ୍ତ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୨୬.୦୬.୨୦୨୩ //ଆଜି କୋକସରା ବ୍ଲକ ସ୍ଥିତ ପଂଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନ୍ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ, ଧର୍ମଗଡ ଶ୍ରୀ ବେଦ ଭୂଷଣ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୬୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିୟୁଜ୍ ସର୍ଭିସ୍ 

Related posts

ସ୍ୱର୍ଗତ ଭି. ସୁଜ୍ଞାନୀ କୁମାର ଦେଓଙ୍କ ୮୯ତମ ଜନ୍ମବାର୍ଷିକୀ ପାଳିତ 

Sunil Chandra Nayak

ରାଜ୍ୟରେ ପ୍ରାକୃତିକ ତୈଳ ଯୋଗାଣକୁ ସୁବ୍ୟବସ୍ଥିତ କରିବା ନେଇ ବୈଠକ

ଡାବୁଗାଁରେ ନବଦିନ ବ୍ୟାପି ମାଁ ଠାକୁରାଣୀ ଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ

Sunil Chandra Nayak

Leave a Comment

error: Content is protected !!