ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପ୍ରଧାନ ଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା

ଚିଲିଗୁଡା ( ମ ନି ସ) ଜୁନାଗଡ଼ ବ୍ଲକ ଅନ୍ତର୍ଗତ ରାଜପୁର ଗ୍ରାମ ପଞ୍ଚାୟତ ର ଝାର ବନ୍ଧ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋପାଳ କୃଷ୍ଣ ନେଗି ଆଜି ନିଜ ଚାକିରୀ ଜୀବନରୁ ଅବସର ଗ୍ରହଣ କରିଛନ୍ତି ।ଏହି ଅବସରରେ କର୍ଲ।କୋଟ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁନୀଲ କୁମାର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଅବସର ଶିକ୍ଷକ ଗୋପାଳ କୃଷ୍ଣ ନେଗୀଙ୍କ ଅବସର ଜୀବନ ସୁଖମୟ କାମନା କରିଥିଲେ ।ଏଥିରେ ପୁରୁଣା ସର ସ୍କୁଲର ପ୍ରଧାନ ଶିକ୍ଷକ ଜାମିନି କାନ୍ତ ପାଣିଗ୍ରାହୀ ,ବଣି ଜରା ସ୍କୁଲର ପ୍ରଧାନ ଶିକ୍ଷକ ଶଙ୍କର ପାନ ,ଶିକ୍ଷକ ସନ୍ତୋଷ ପଣ୍ଡା ,ଲମ୍ବୋଧର ପୁଝ।ରି ,ଅଜିତ ନ।ଏକ ପ୍ରମୁଖ ଉପସ୍ଥିତ ରହି ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଜଣାଇଥିଲେ ।ଏଥିରେ ଗ୍ରାମର ଅନେକ ମାନ୍ୟ ଗଣ୍ୟ ବ୍ୟକ୍ତି ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ ।

ସୁନ୍ଦର ମୋହନ ଛତ୍ରିଆ ,ଚିଲିଗୁଡା

Related posts

ବାରିକ ସମାଜର ସାମ୍ବିଧାନିକ ସାଧାରଣ ସଭା

Sunil Chandra Nayak

ଡ୍ରାଇଭର ମହାସଂଘ କୁ ପୁର୍ଣ ସମର୍ଥନ ଜଣାଇଲା ଜିଲ୍ଲା ଯୁବ କଂଗ୍ରେସ , ଯୋଗ ଦେଲେ ଜିଲ୍ଲା ପରିଷଦ ସଭ୍ୟା ଡ. ଲିପିକା ମାଝୀ

Sunil Chandra Nayak

ରାଇରଙ୍ଗପୁରରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ୭୧ ତମ ସର୍ବଭାରତୀୟ ସମବାୟ ମହୋତ୍ସବ 

masiha

Leave a Comment

error: Content is protected !!