ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭବାନୀପାଟଣା ଠାରେ ଅତିରିକ୍ତ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୩.୦୭.୨୦୨୩ // ଆଜି ଭବାନୀପାଟଣା ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁବ୍ରତ କୁମାର ନାୟକ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ, ଧର୍ମଗଡ ଶ୍ରୀ ବେଦ ଭୂଷଣ , ଏସ ଡି ପି ଓ ସଦର ଶ୍ରୀ ସୁନରାମ ହେମ୍ବ୍ରମଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ମୋଟ ୧୦୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୯୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିୟୂଜ୍ ସର୍ଭିସ୍ 

Related posts

ଗୋଷ୍ଠି ଶିକ୍ଷାଅଧିକାରୀଙ୍କୁ ଅବସର କାଳିନ ସମ୍ବର୍ଦ୍ଧନା

Sunil Chandra Nayak

ବନ୍ଧୁଗାଁ ବ୍ଲକରେ ନୂତନ ଭାବେ ୨୮୩ ଜଣଙ୍କୁ ମଧୁବାବୁ ଭତ୍ତା ଯୋଜନାରେ ଅନ୍ତର୍ଭୁକ୍ତ

masiha

ଧର୍ମଗଡ ତାଲୁକ ଆଇନ ସେବା ସମିତି ତରଫରୁ ବିଶ୍ୱ ପରିବେଶ ଦିବସ ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

masiha

Leave a Comment

error: Content is protected !!