ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରେଳ ଧାରଣାରେ କଟି ଜଣେ ମୃତ 

ଓଡ଼ାପଡ଼ା, ୬/୭ : ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରୋଡ ରେଳ ଷ୍ଟେସନ ମଧ୍ୟରେ ଥିବା ରେଳ ଧାରଣାରେ କଟି ଜଣଙ୍କର ମୃତ୍ୟୁ ହୋଇଛି। ବ୍ୟକ୍ତି ଜଣଙ୍କର ମୁଣ୍ଡରୁ ଗଣ୍ଡି ଅଲଗା ହୋଇ ପଡିଥିବା ଦେଖିବାକୁ ମିଳିଛି । ବ୍ୟକ୍ତି ଜଣଙ୍କ ତଳେ ପରାଯାଇଥିଵା ଏକ ଗାମୁଛା ଉପରେ ଶୋଇ ରହିଥିବା ଅବସ୍ଥାରେ କୈାଣସି ରେଳଗାଡ଼ି ଯିବା ବେଳେ ତାଙ୍କର ମୁଣ୍ଡ ଗଣ୍ଡି ଅଲଗା ହୋଇ ଯାଇଛି।

ଢ଼େଙ୍କାନାଳ ସଦର ରୁ ତାପସ ଦାସ ଙ୍କ ରିପୋର୍ଟ 

Related posts

ନାଗାର୍ଜୁନ ମକର ଯାତ୍ରା ନିମନ୍ତେ ଶେଷ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Sunil Chandra Nayak

ଉମାକାନ୍ତ ସାହୁଙ୍କ ପରଲୋକ, ପରିଚିତ ମହଲରେ ଶୋକର ଛାୟା 

Sunil Chandra Nayak

ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ, ଖରିଡ଼ା ପଞ୍ଚାୟତରେ ବସିଲା ଶିବିର 

Sunil Chandra Nayak

Leave a Comment

error: Content is protected !!