ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ସ୍ଵାସ୍ଥ୍ୟ

ଢେଙ୍କାନାଳ ଗଁଦିଆ ବ୍ଲକରେ ବିଭିନ୍ନ ପଞ୍ଚାୟତ ରେ ଧରିଲାଣି ରୋଗ ଲୋକ ଙ୍କ ପକ୍ଷରୁ ସୂଚନା , ଆଖିଧରା ସ୍ଥିତି ବିଗିଡ଼ିଲେ ଜାରି ହୋଇପାରେ ମାର୍ଗଦର୍ଶିକା: ଜନସ୍ୱାସ୍ଥ୍ୟ ନିର୍ଦେଶକ

ଢେଙ୍କାନାଳ ଗଁଦିଆ ବ୍ଲକ ରେ ଆଖିଧରା ରୋଗ ଧୀରେ ଧୀରେ ବ୍ୟାପିବାରେ ଲାଗିଛି। ଛୋଟ ଛୋଟ ଛାତ୍ର ଛାତ୍ରୀ ଙ୍କୁ ଵାପିବାରେ ବେସ୍ତ ସେକରେ ସମ୍ବଲପୁର ସଦର ମେଡିକାଲ ଓ ଭୀମସାରରେ ଆଖିଧରା ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ରୋଗୀଙ୍କ ମଧ୍ୟରୁ ଏବେ ୬୦ ପ୍ରତିଶତ ରୋଗୀ କେବଳ ଆଖିଧରା ସଂକ୍ରମିତ ବୋଲି ଜଣାପଡିଛି । ସେହିପରି ଭୀମସାରକୁ ପଶ୍ଚିମ ଓଡିଶାର ବିଭିନ୍ନ ଅଂଚଳରୁ ଆଖିଧରା ରୋଗୀ ଆସି ଚିକିତ୍ସିତ ହେଉଛନ୍ତି।ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଂଜନ ମିଶ୍ର କହିଛନ୍ତି ପୂର୍ବ ତୁଳନାରେ ଏହି ଆଖି ଧରା ରୋଗୀଙ୍କ ସଂଖ୍ୟା ଦୁଇ ଗୁଣାରେ ପହଂଚିଥିବା ଡାକ୍ତର କହିଛନ୍ତି । ଏବେ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ରାଜ୍ୟ ସରକାର ମାର୍ଗଦର୍ଶିକା ଜାରି କରିପାରନ୍ତି । ଏହା ଏକ ଭୂତାଣୁ ଜନିତ ରୋଗ। ସପ୍ତାହେରୁ ୨ ସପ୍ତାହ ମଧ୍ୟରେ ରହିବ। ଭୂତାଣୁ ଜଣଙ୍କ ଠାରୁ ଅନ୍ୟ ଜଣଙ୍କୁ ସଂକ୍ରମିତ ହେଉଥିବାରୁ ସତର୍କ ରହିବାକୁ ପଡ଼ିବ। ସ୍କୁଲରେ ଯାହାକୁ ବ୍ୟାପୁଛି ତାଙ୍କ ବାପା ମା’ଙ୍କୁ ଅନୁରୋଧ ସେହି ପିଲାଙ୍କୁ ସ୍କୁଲକୁ ନଛାଡ଼ନ୍ତୁ,ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଂଜନ ମିଶ୍ର କହିଛନ୍ତି ପୂର୍ବ ତୁଳନାରେ ଏହି ଆଖି ଧରା ରୋଗୀଙ୍କ ସଂଖ୍ୟା ଦୁଇ ଗୁଣାରେ ପହଂଚିଥିବା ଡାକ୍ତର କହିଛନ୍ତି । ଏବେ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ରାଜ୍ୟ ସରକାର ମାର୍ଗଦର୍ଶିକା ଜାରି କରିପାରନ୍ତି । ଏହା ଏକ ଭୂତାଣୁ ଜନିତ ରୋଗ। ସପ୍ତାହେରୁ ୨ ସପ୍ତାହ ମଧ୍ୟରେ ରହିବ। ଭୂତାଣୁ ଜଣଙ୍କ ଠାରୁ ଅନ୍ୟ ଜଣଙ୍କୁ ସଂକ୍ରମିତ ହେଉଥିବାରୁ ସତର୍କ ରହିବାକୁ ପଡ଼ିବ। ସ୍କୁଲରେ ଯାହାକୁ ବ୍ୟାପୁଛି ତାଙ୍କ ବାପା ମା’ଙ୍କୁ ଅନୁରୋଧ ସେହି ପିଲାଙ୍କୁ ସ୍କୁଲକୁ ନଛାଡ଼ନ୍ତୁ।

ଢ଼େଙ୍କାନାଳ ସଦର ରୁ ତାପସ ଦାସ ଙ୍କ ରିପୋର୍ଟ 

Related posts

ଆଜିଠାରୁ ୧୮ ରୁ ୫୯ ବର୍ଷୀୟଙ୍କ ପାଇଁ ମାଗଣା ବୁଷ୍ଟର୍ ଡୋଜ

Sunil Chandra Nayak

ରାଇରଙ୍ଗପୁରରେ ବିଶ୍ବ ରକ୍ତଦାତା ଦିବସ ପାଳିତ

Sunil Chandra Nayak

ଝାଡ଼ାବାନ୍ତି ଘଟଣା ଅନୁଧ୍ୟାନ କରିବାକୁ ଟିର୍ଲିଆମ ଗାଁରେ ପହଞ୍ଚଲେ ଜିଲ୍ଲା ସ୍ୱାସ୍ଥ୍ୟ ଟିମ

Sunil Chandra Nayak

Leave a Comment

error: Content is protected !!