ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚେକ୍ ଡେମ୍ଫରେ ଗାଧୋଓଇଲା ବେଳେ ବୃଦ୍ଧାଙ୍କ ସଲିଳ ସମାଧି

ମୟୂରଭଞ୍ଜ- ୧୪/୭ ( ମସିହା) ମୟୂରଭଞ୍ଜ ଜିଲ୍ଲାର ବାଦାମ ପାହାଡ଼ ଥାନା ଅଧିନସ୍ଥ ସୁଲାଇପାଟ ଫାଣ୍ଡି ଅନ୍ତର୍ଗତ କେଶରଗଡିଆ ଗ୍ରାମରେ ଗୁରୁବାର ଅପରାହ୍ନରେ ଉର୍ମିଳା ପାତ୍ର(୮୦) ବର୍ଷୀୟ ବୃଦ୍ଧା ଗାଧୋଉଥିବା ସମୟରେ ଗୋଡ଼ ଖସି ଯିବାରୁ ପାଣି ଭିତରେ ବୁଡ଼ି ମରିଯାଇଥିଲେ । ତାଙ୍କୁ ରାଇରଙ୍ଗପୁର ହସ୍ପିଟାଲ ଅଣାଯାଇଥିଲା । ଶୁକ୍ରବାର ଦିନ ସୁଲାଇପାଟ ଥାନାଧିକାରୀ ଏକ ଅପମୃତ୍ୟୁ ମାମଲା କେଶ ନମ୍ବର ୭/୨୩ ରୁଜୁ କରିବା ସହ ଶବକୁ ପଞ୍ଚନାମା କରାଇ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି ।

 ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

ଆଜି ଉତ୍କଳ ଦିବସ ଅବସରରେ ବରପୁତ୍ରମାନଙ୍କୁ ମାଲ୍ୟାର୍ପଣ

Sunil Chandra Nayak

ଯୋଜନା ଓ ସଂଯୋଜନ ବିଭାଗ ସ୍ଵତନ୍ତ୍ର ସଚିବ ଶ୍ରୀ ତେମଜେନ୍ ଓ୍ୱାପାଙ୍ଗ ଏଓ ଙ୍କ ଦୁଇ ଦିନିଆ କଳାହାଣ୍ଡି ଜିଲ୍ଲା ଗସ୍ତ,କ୍ଷେତ୍ର ପରିଦର୍ଶନ ଓ ବିଭିନ୍ନ ଉନ୍ନୟନମୂଳକ ଯୋଜନା ର ସମୀକ୍ଷା

Sunil Chandra Nayak

ହଷ୍ଟେଲ ଫି ପୁଣି ଆଦାୟକୁ ନେଇ ତାତିଲା ଭଞ୍ଜବିହାର : ଛାତ୍ରଛାତ୍ରୀ ଆନ୍ଦୋଳନ ପାଇଁ ହେଉଛନ୍ତି ସଜବାଜ 

Leave a Comment

error: Content is protected !!