ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସେଁପୁର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ଉତ୍ସବ

ଭବାନୀପାଟଣା ବ୍ଲକ ଅନ୍ତର୍ଗତ ସେଁପୁର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍କୁଲ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ପ୍ରସନ୍ନ ବାଗଙ୍କ ସଭାପତିତ୍ୱରେ ପୋଷାକ ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସେଁପୁର ସରପଞ୍ଚ ଶ୍ରୀମତୀ ବିଳାସ ଦୁର୍ଗା ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଦମୟନ୍ତୀ ସାଗରଙ୍କ ତତ୍ୱାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମନୋଜ କୁମାର ମହାନ୍ତ, ବିଷ୍ଣୁ ମୋହନ ପରିଡା, ଚୂଲେଶ୍ୱର ନାଏକ, ମନବୋଧ ଯାନୀ, ରମାକାନ୍ତ ଗହୀର, ରବି ବାଗ, ରଘୁନାଥ ମିଶ୍ର, ସୁବ୍ରତ କୁମାର ମିଶ୍ର,ସେହେନାଜ୍ ଖାତୁନ୍,ନାଜ୍ନିନ୍ ଜାମଲ୍,ଆଦି ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ସମାଜସେବୀ ବିଶି ଦୁର୍ଗା ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ/ସଦସ୍ୟା ସହଯୋଗ କରିଥିଲେ ।

ଖୁସି ରାମ ସାହୁ ଙ୍କ ରିପୋର୍ଟ୍ 

Related posts

ଶ୍ରୀ ଶ୍ରୀ କୋଶଳେଶ୍ୱର ମାଳି ସମାଜ ନୁର୍ତନ ଅଞ୍ଚଳ କମିଟି ଚୟନ ପ୍ରକ୍ରିୟା ସମାବେଶ 

Sunil Chandra Nayak

ପାଳ କୁଡ଼ିଆରେ ନିଆଁ ଲାଗି ୨ ଶିଶୁ ଜୀବନ୍ତ ଦଗ୍ଧ

masiha

ଜିଲ୍ଲାପାଳ,ରାୟଗଡ଼ଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

masiha

Leave a Comment

error: Content is protected !!