ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କଙ୍କଡାବେଡା ଗାଁ ମୁଣ୍ଡରେ ରାସ୍ତା ମରଣଯନ୍ତା 

ମୟୂରଭଞ୍ଜ – ୨୫/୭ ( ମସିହା) ମୟୂରଭଞ୍ଜ ଜିଲ୍ଲାର ବିଜାତଳା ବ୍ଲକ ଚଢ଼େଇ ପାହାଡି ପଞ୍ଚାୟତର କଙ୍କଡାବେଡା ଗାଁ l ମାତ୍ର ଆଦିବାସୀ ବହୁଳ ଏହି ଗାଁଟି ଏବେ ମଧ୍ୟ ବିକାଶଠାରୁ ଅନେକ ଦୂରରେ ରହିଅଛି l ବର୍ତ୍ତମାନର ବର୍ଷା ଦିନରେ ଗାଁ ଲୋକମାନେ ଯିବା ଆସିବା ପାଇଁ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି l ବିଶେଷ କରି କଙ୍କଡାବେଡା ଗ୍ରାମର ଗାଆଁ ମୁଣ୍ଡ ବର୍ଷା ଯୋଗୁଁ ରାସ୍ତାଟି କାଦୁଆ ପଚ ପଚ ହୋଇଯାଇଛି l ଫଳରେ ଲୋକମାନଙ୍କୁ ଯିବା ଆସିବାରେ ଅନେକ ଅସୁବିଧା ହେଉଛି l ତୁରନ୍ତ ଏହି ରାସ୍ତାରେ ସ୍ଥାନୀୟ ଲୋକମାନେ ଯେପରି ସୁରୁଖୁରୁରେ ଯିବା ଆସିବା କରି ପାରିବେ, ସେଥିପାଇଁ ବ୍ଳକ ଓ ପଂଚାୟତ ପ୍ରଶାସନ ତରଫରୁ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି l

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

ଆମ ସଂକଳ୍ପ “ନିଶା ନୁହେଁ, ଜୀବନ” ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକଦ୍ରବ୍ୟ ବିରୁଦ୍ଧରେ ସଚେତନତା ନିମନ୍ତେ ସ୍ୱତନ୍ତ୍ର ଅଭିଯାନ 

masiha

ଇସ୍ରୋ ର ବୈଜ୍ଞାନିକ ମାନେ ସରକାରୀ ସ୍କୁଲ ର ଛାତ୍ରଛାତ୍ରୀ.. ନିରଞ୍ଜନ 

masiha

ଫୁଣ୍ଡା ଗାଁରେ ବିବାହଟେଣ୍ଡ ବସାଉ  ଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି  ଜଣେ ମୃତ ଜଣେ ଗୁରୁତର

Sunil Chandra Nayak

Leave a Comment

error: Content is protected !!