ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭାଲୁ ଆକ୍ରଣରେ ବୃଦ୍ଧ ଗୁରୁତର

ଭାଲୁ ଆକ୍ରଣରେ ଜଣେ ବୃଦ୍ଧ ଗୁରୁତର । କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ପିପଲଗୁଡ଼ା ଗ୍ରାମର ଜଣେ ୬୫ ବର୍ଷୀୟ ବୃଦ୍ଧ ଦେବୀ ସିଂ ମାଝି ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି । ସୂଚନା ଯୋଗ୍ୟ ଯେ ବୃଦ୍ଧ ଜଣକ ରାଉ ଜଙ୍ଗଲକୁ ଜାଳେଣି କାଠ ଆଣିବା ପାଇଁ ଯାଇଥିବା ବେଳେ ଏଭଳି ଘଟଣା ଘଟିଛି । ତାଙ୍କୁ ପିପଲଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ କରାଯାଉଛି ।

Related posts

ନର୍ଲା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ 

Sunil Chandra Nayak

ଜନଜାତୀୟ ଗରିମା ଉତ୍ସବ କାର୍ଯ୍ୟକ୍ରମ 

Odisha Hosts 4th National EMRS Sports Meet 2025

Sunil Chandra Nayak

Leave a Comment

error: Content is protected !!