ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସୁଦର୍ଶନ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଶିଳ୍ପ ସଚେତନତା ଶିବିର

କଟକ : କଟକ ସଦର ୪୨ ମୌଜା ସୁଦର୍ଶନ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ଦୁଷ୍ମନ୍ତ ମହାପାତ୍ର ସଭାପତିତ୍ୱରେ କଟକ ଜିଲ୍ଲା ଶିଳ୍ପକେନ୍ଦ୍ର ସହାୟତାରେ ଏକ ଶିଳ୍ପ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ଏଥିରେ ଜିଲ୍ଲା ଶିଳ୍ପକେନ୍ଦ୍ରର ସହକାରୀ ପରିଚାଳକ ଶ୍ରୀଯୁକ୍ତ ଶରତ କୁମାର ମହାଳିକ, ଶିଳ୍ପ ବିକାଶ ଅଧିକାରୀ ଶ୍ରୀମତୀ ନମିତା ମିଶ୍ର,ଶ୍ରୀଯୁକ୍ତ ସତ୍ୟପ୍ରିୟ ସାହୁ ଓ ଶ୍ରୀଯୁକ୍ତ ରମାକାନ୍ତ ନାୟକ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମନଙ୍କୁ ସଚେତନ କରାଇଥିଲେ l ଏହି ସଭାରେ ଅଧ୍ୟାପକ ବିଚିତ୍ରାନନ୍ଦ ପତି ଅତିଥିମାନଙ୍କର ପରିଚୟ ପ୍ରଦାନ ସହ ଧନ୍ୟବାଦ ଅର୍ପଣ କରିଥିଲେ l ପ୍ରାଧ୍ୟାପକ ଡ଼ଃ.ସୁଶାନ୍ତ କୁମାର କର, ଶ୍ରୀଯୁକ୍ତ ଶୁଭେନ୍ଦୁ ନାରାୟଣ ପାତ୍ର, ସୂଯ୍ୟକାନ୍ତ ନନ୍ଦ,ପ୍ରତାପ କୁମାର ସେନାପତି ପ୍ରମୁଖ ଯୋଗଦାନ କରି କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିଥିଲେ l

କଟକ ସଦର ରୁ ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ 

Related posts

ସମଗ୍ର ହିନ୍ଦୁ ସମାଜ ପକ୍ଷରୁ ଜୁନାଗଡ ବିଡ଼ିଓ ଙ୍କ ଜରିଆରେ ରାଜ୍ଯ ପାଳଙ୍କୁ ଦାବିପତ୍ର ପ୍ରଦାନ

Sunil Chandra Nayak

୧- ଦଶୀପୁର ଅଞ୍ଚଳରେ ହାତୀ ଉପଦ୍ରବ ଧାନକ୍ଷେତ ଉଜୁଡ଼ିଲା,ଚିନ୍ତାରେ ଚାଷୀ , ୨- ନୂଆ ଏସପି ଏବେ ଆକ୍ସନ ମୁଡ୍‌ରେ,ନଷ୍ଟ କରାଗଲା ବିକଟାଳ ଶବ୍ଦ କରୁଥିବା ସାଇଲେନ୍ସର , ୩-ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ,୨ ଆହତ , ୪- ୪ ଗାଡ଼ି ଜବତ,୩୬ ହଜାର ଜରିମାନା ଆଦାୟ ନାବାଳକଙ୍କ ପାଇଁ ୨୫ ହଜାର ତଣ୍ଡ ଗଣିଲେ ଅଭିଭାବକ , ୫- ନୀତି ଆୟୋଗ ଆକାଂକ୍ଷୀ ଜିଲ୍ଲା ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କଲେ କେନ୍ଦ୍ରୀୟ ପ୍ରଭାରୀ ଅଧିକାରୀ ସୁଶ୍ରୀ ଶାଳିନୀ ପଣ୍ଡିତ , ୬- ପୋଲିସ ହେପାଜତ ରୁ ଖସି ପଳାଇବା ମାମଲାରେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ , ୭- ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ଢେଙ୍କାନାଳର ବୟସ୍କ ନାଗରିକଙ୍କ ସହ ଭାବ ବନ୍ଧନ କାର୍ଯ୍ୟକ୍ରମ , ୮- ୪୨ତମ ପିଙ୍ଗୁଆ କପ ୨0-୨0 କ୍ରିକେଟ ଟୁର୍ନାମେଣ୍ଟ  ୧୯ ଅକଟୋବର ୨0୨୬ରୁ ଉଦଘାଟନ , ୯- ସାପ କାମୁଡ଼ାରେ ବାଳିକା ର ମୃତ୍ୟୁ  , ୧୦- ଜିଲ୍ଲାପାଳ ,ଏସ ପି ଙ୍କ ଜନ ଶୁଣାଣି : ୧୦୦ ଟି ଅଭିଯୋଗରୁ ୬ ଟି ସମାଧାନ , ୧୧-ଆନ୍ତର୍ଜାତୀୟ ବାଳିକା ଶିଶୁ ଦିବସ ପାଳିତ , ୧୨- ବିଜେଡି ପକ୍ଷରୁ ନାଗିଆପଶି ପଞ୍ଚାୟତ କମିଟି ବୈଠକ, ୧୩- ସହିଦ ବାଜିରାଉତ ବଳିଦାନ ଦିବସ ପାଳିତ , ୧୪-ବିଜେଡି ସଦର ବ୍ଲକ କମିଟି ନୂତନ କର୍ମକର୍ତ୍ତା ଚୟନ ଓ ବୈଠକ , ୧୫ – ନିଜର ନେତ୍ର ଦାନ କରି ଉଦାହରଣ ସାଜିଲେ ଉଦୟ , ୧୬-ଅଜଗର ଉଦ୍ଧାର

Sunil Chandra Nayak

ଗୁଣପୁର ଗ୍ରାମ ସ୍ଥିତ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦେବସ୍ନାନ ଯାତ୍ରା

Sunil Chandra Nayak

Leave a Comment

error: Content is protected !!