ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋମନା ଥାନା ରେ ନୂତନ ଆଇଆଇସି ଙ୍କ ଯୋଗଦାନ

ନୂଆପଡା ଜିଲ୍ଲା କୋମନା ଥାନା ରେ ନୂତନ ଥାନା ଅଧିକାରୀ ଭାବେ ଟଙ୍କଗିରୀ ଭୋଇ ଯୋଗଦାନ କରିଛନ୍ତି । ପୂର୍ବରୁ ସେ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଟି ଥାନାରେ ଆଇଆଇସି ଭାବେ କାର୍ଯ୍ୟ କରୁଥିଲେ ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ମାଗଣା ମେଗା ହାଇଡ୍ରୋସିଲ୍‌ (Hydrocele) ଅସ୍ତ୍ରୋପଚାର ଶିବିର ଅନୁଷ୍ଠିତ .

Sunil Chandra Nayak

ନବ ଭାରତ ସାକ୍ଷରତା “ଉଲ୍ଲାସ” କାର୍ଯ୍ୟକ୍ରମ 

Sunil Chandra Nayak

ବାଲିଯାତ୍ରାରେ ରାଜ୍ୟସ୍ତରୀୟ ବିଶ୍ଵଶାନ୍ତି ଓ ଶ୍ରୀ ଜଗନ୍ନାଥ ଆଧ୍ୟାତ୍ମିକ ସାହିତ୍ୟ ସମ୍ମିଳନୀ

masiha

Leave a Comment

error: Content is protected !!