ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଜୁ ଏକ୍ସପ୍ରେସ ୱେ ରେ ପୁଣି ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଟ୍ରାକ୍ଟର ଚାଳକ

ନୂଆପଡ଼ା// , ନୂଆପଡା ଜିଲ୍ଲା କୋମନା ଥାନା ମିଛାପାଲି ସ୍ଥିତ ବିଜୁ ଏକ୍ସପ୍ରେସ୍ ୱେରେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଟ୍ରାକ୍ଟର। ଯାହା ଫଳରେ ଗୁରୁତର ଆହତ ହୋଇ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଟ୍ରାକ୍ଟର ଚାଳକ। ସ୍ଥାନୀୟ ଲୋକେ ଟ୍ରାକ୍ଟର ଚାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଖଡ଼ିଆଳ ମିସନ୍ ହସ୍ପିଟାଲ୍ ରେ ଭର୍ତ୍ତି କରିଥିବା ସୂଚନା ମିଳିଛି। ବର୍ତମାନ ଘଟଣା ସ୍ଥଳରେ ତରବୋଡ ଫାଣ୍ଡି ପୋଲିସ୍ ପହଞ୍ଚି ଅଧିକ ତଦନ୍ତ କରୁଥିବା ଜଣାପଡିଛି।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ

Related posts

ଦଣ୍ଡପାଟ ଉତ୍ପାଦକ ଗୋଷ୍ଠୀ ପକ୍ଷରୁ ‘ସ୍ବଚ୍ଛ କିଶୋରୀ ସ୍ବଚ୍ଛ ଦେଶ’ କାର୍ଯ୍ୟକ୍ରମ

masiha

ଅସହାୟ ପରିବାରକୁ ସାହାର୍ଯ୍ୟର ହାତ ବଢ଼େଇଲେ ଯୁବଶକ୍ତିର ଅଧ୍ୟକ୍ଷ ହିମାଂଶୁ ଭୂଷଣ 

Sunil Chandra Nayak

ବାଲ୍ୟବିବାହ ରୋକିଲା ତେନ୍ତୁଳିଖୁଣ୍ଟି ପୋଲିସ ଓ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ

Sunil Chandra Nayak

Leave a Comment

error: Content is protected !!