ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କେଗାଁ ଥାନାରେ ନୂତନ ଥାନା ଅଧିକାରୀଙ୍କ ଯୋଗଦାନ

କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ କେଗାଁ ଥାନାରେ ନୂତନ ଥାନା ଅଧିକାରୀ ଭାବରେ ମୁକୁନ୍ଦ ନାଏକ ଯୋଗଦାନ କରିଛନ୍ତି. କେଗାଁ ଥାନା ଅଧିକାରୀ ପ୍ରଶାନ୍ତ କୋଲ୍ଲୋହରସ ଙ୍କ ନବରଙ୍ଗପୁର ଜିଲ୍ଲା ବଦଳି ପରେ ଏହି ପଦବୀ ଖାଲି ପଡିଥିଲା ବେଳେ ଗତକାଲି ଶ୍ରୀ ନାଏକ ନୂତନ ଥାନା ଅଧିକାରୀ ଭାବରେ ଯୋଗଦାନ କରିଛନ୍ତି. ପେଟେଲିଂ କଡାକଡୀ କରାଯିବା ସହ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ସହ ସମନ୍ୱୟ ରକ୍ଷା କରି ଜନସାଧାରଣଙ୍କ ଅଭିଯୋଗ କୁ ଗୁରୁତ୍ୱ ଦେଇ ସମସ୍ତଙ୍କ ସହଯୋଗରେ କାମ କରିବି ବୋଲି ପ୍ରକାଶ କରିଥିଲେ।

ଢଗ ନାଏକ ଙ୍କ ରିପୋର୍ଟ 

Related posts

ନବରଙ୍ଗପୁର ଆଇନଜୀବୀ ସଂଘ ନିର୍ଵାଚନ: ସନ୍ତୋଷ ମିଶ୍ର ସଭାପତି, ତପନ କୁମାର ସିଂ ସମ୍ପାଦକ 

ବାସିଙ୍ଗିରେ ବାଇକ୍ କାର୍ ମୁହାଁମୁହିଁ; ବାଇକରେ ଥିବା ୩ ଆରୋହୀ ଗୁରୁତର

masiha

ସଦଗୁରୁ ଶ୍ରୀ ଶ୍ରୀ ଅର୍ଜୁନ ଙ୍କ ୯୧ ତମ ଜୟନ୍ତୀ

Sunil Chandra Nayak

Leave a Comment

error: Content is protected !!