ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଜାଦିକା ଅମୃତ ମହୋତ୍ସବ ର ଅମୃତ ବଟିକା କାର୍ଯ୍ୟକ୍ରମ

ଚିଲିଗୁଡା  ତା ୧୪/୮/୨୩  ( ମ ନି ସ) ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଲିଗୁଡା ନୀଳମାଧବ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ମୁଣ୍ଡରଗୁଡା ପଞ୍ଚାୟତ ,ଜୁନାଗଡ଼ ବନାଞ୍ଚଳ ,କଳାହାଣ୍ଡି ଦକ୍ଷିଣ ବନ ଖଣ୍ଡ ଓ ଜଙ୍ଗଲ, ପରିବେଶ ,ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଆଜାଦିକ। ଅମୃତ ମହୋତ୍ସବ ର ଅମୃତ ବ।ଟିକା ପକ୍ଷରୁ ଚିଲିଗୁଡା ନୀଳମାଧବ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ୭୫ ଗୋଟି ଚାରା ରୋପଣ କରାଯାଇ ଥିଲା । ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୁର୍ଣ ଚନ୍ଦ୍ର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଣ୍ଡରା ଗୁଡା ସରପଞ୍ଚ ତାରା ଶଙ୍କର ରାୟଗୁରୁ ,ସାମ୍ବାଦିକ ସୁନ୍ଦର ମୋହନ ଛ ତ୍ରିଆ ,ଫରେଷ୍ଟ ଗାର୍ଡ ତପସିନୀ ନ।ଏକ ,ରିନା ମାଝି ,ପିଇଓ ଆକାଶ କୁମାର ସାହୁ ଭି ଏ ଡବ୍ଲୁ ପ୍ରଦୀପ ସାହୁ , ଯୋଗାଣ ସହାୟକ ଗୋକୁଳ। ନନ୍ଦ ନ।ଏକ , ଜି ଆର ଏ ସ ଦିବଲ ଚଲାନ ତଥା ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ ।।

ସୁନ୍ଦର ମୋହନ ଛତ୍ରିଆ ,ଚିଲିଗୁଡା

Related posts

ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ଠାରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

ସଜବାଜ ହେଉଛି ଆାଦିବାସୀ ମେଳି 

masiha

ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ 

Sunil Chandra Nayak

Leave a Comment

error: Content is protected !!