ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡିଗ୍ରୀ ମହାବିଦ୍ୟାଳୟ ଏନସିସି ପକ୍ଷରୁ ପୁନିତ ସାଗର ଅଭିଯାନ

କୋକସରା,୧୯/୦୮// କେନ୍ଦ୍ର ସରକାରଙ୍କ ପକ୍ଷରୁ ଜନ ହିତକର ଉଦ୍ଦେଶ୍ୟରେ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ପୁନିତ ସାଗର ଅଭିଯାନ କାର୍ଯ୍ୟକ୍ରମ କୋକସରା ଡିଗ୍ରୀ ମହାବିଦ୍ୟାଳୟ ଏନସିସି ପକ୍ଷରୁ କୋକସରା ସଦର ମହକୁମା ପଦ୍ମ ସାଗର ପୋଖରୀରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏନସିସିର ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀ ପୋଖରୀରେ ପଡିଥିବା ମଇଳା ଆବର୍ଜନାକୁ ସଫା କରିଛନ୍ତି । ଡିଗ୍ରୀ ମହାବିଦ୍ୟାଳୟର ଏନସିସି ଏଏନଓ କ୍ୟାପଟେନ ଅଶ୍ୱିନୀ କୁମାର ପଟ୍ଟନାୟକଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ମସିହା ନିୟୁଜ୍ ସର୍ଭିସ୍ 

Related posts

ରୋଟ୍ରାକ୍ଟ କ୍ଳବ୍ ଢେଙ୍କାନାଳ ତରଫରୁ ସ୍ଥାନୀୟ ଭାଗିରଥି ସାଗର ଠାରେ ସଫେଇ ଅଭିଯାନ ଅନୁଷ୍ଠିତ

Sunil Chandra Nayak

ଗ୍ରାମୀଣ ନାଟ୍ୟ ଦିବସ ସମାରୋହରେ ଯୋଗଦେଲେ ବାଲେଶ୍ଵର ସାମ୍ବାଦିକ

Sunil Chandra Nayak

ଦଣ୍ଡପାଟ ଅଞ୍ଚଳ କୁ ବ୍ଲକ ଦାବି ନେଇ ଧର୍ମଗଡ ବିଧାୟକ ଙ୍କୁ ଦାବିପତ୍ର ପ୍ରଦାନ 

masiha

Leave a Comment

error: Content is protected !!