ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚିଲିଗୁଡା ଫାଣ୍ଡିରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଚିଲିଗୁଡା (ମ ନି ସ) ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଲିଗୁଡା ଫାଣ୍ଡି ପରିସରରେ ଜୁନାଗଡ଼ ବନାଞ୍ଚଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଚିଲିଗୁଡା ଫାଣ୍ଡି ଅଧିକାରୀ ସୁବୋଧ କୁମାର ଫୁଲ ଙ୍କ ନେତୃତ୍ୱରେ ଏହି କାର୍ଯ୍ୟ କ୍ରମ ହୋଇଥିଲା ।ଏଥିରେ ଫାଣ୍ଡି ପରିସର ଭିତରେ ଅନେକ ଗୁଡିଏ ଚାରା ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ଜୁନାଗଡ଼ ଫରେଷ୍ଟର ନିରୋଧ କୁମାର ଧ ଙ୍ଗ ଡ଼ା ମାଝି ,ଫରେଷ୍ଟ ଗାର୍ଡ ତପସିନୀ ନ।ଏକ ,ରିନା ମାଝି ,ସାମ୍ବାଦିକ ସୁନ୍ଦର ମୋହନ ଛ ତ୍ରିଆ ,ଉଦ୍ଧବ ମାଝି ,ଗଜାନନ କୁମାର ,ସାହେବ ଛ ତ୍ରିଆ ,କନେଷ୍ଟବଳ ପୀତବାସ ଶବର ,ଯୁବରାଜ ପୁଝ।ରି ପ୍ରମୁଖ ଉପସ୍ଥିତ ଥିଲେ ।।

ସୁନ୍ଦର ମୋହନ ଛତ୍ରିଆ ,ଚିଲିଗୁଡା

Related posts

ସାବିତ୍ରୀ ନାଏକ ନିଖୋଜ: ଖୋଜରେ ଅଛନ୍ତି ସମାଜିକ ସହଯୋଗ ବସନ୍ତପୁର ପଞ୍ଚାୟତ, କେନ୍ଦୁଝର ଜିଲ୍ଲା, ଝୁମ୍ପୁରା ବ୍ଲକ

Sunil Chandra Nayak

ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ 

masiha

କାମାକ୍ଷାନଗର ଶିଵୁଳାପଶି ସ୍ଵପ୍ନେଶ୍ବର ପୀଠରେ ବସିଲା ଚଳିତ ବର୍ଷର ଷୋଳ ପୂଜା ପାଇଁ ପ୍ରସ୍ତୁତି ବୈଠକ, ଯୋଗଦେଲେ ଆଖ ପାଖ ୨୪ ଖଣ୍ଡ ଗାଁ ର ମୂରବୀ ଓ ମାନ୍ୟଗଣ୍ୟ ବ୍ୟକ୍ତି 

Sunil Chandra Nayak

Leave a Comment

error: Content is protected !!