ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଖଡ଼ିଆଳ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ

ନୂଆପଡା ଜିଲ୍ଲା ଖଡ଼ିଆଳ ପୁଲିସ ପକ୍ଷରୁ ଖଡ଼ିଆଳ ର ୧୩ ଗୋଟି ୱାଡ଼ରେ ଆସନ୍ତା ୨୪ ତାରିଖରେ ହେବାକୁ ଥିବା ପୌର ନିର୍ବାଚନକୁ ନେଇ କିପରି ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ହେବ ସେନେଇ ମଙ୍ଗଳବାର ରାତ୍ର ୮ ଘଣ୍ଟାରେ ଖଡ଼ିଆଳ ସହରରେ ଅତିରିକ୍ତ ତହସିଲଦାର ଓ ଖଡ଼ିଆଳ ପୋଲିସ ଥାନା ଅଧିକାରୀ ଅନିରୁଦ୍ଧ ମୁଦୁଲି ଙ୍କ ନେତୃତ୍ୱରେ ଫ୍ଲ।ଗ ମାର୍ଚ୍ଚ କରିଛନ୍ତି । କୌଣସି ବ୍ୟକ୍ତି ଯଦି ଆଇନକୁ ଅମାନ୍ୟ କରିବ ସେମାନଙ୍କ ବିରୁଦ୍ଧରେ କୋଠର କାର୍ଯ୍ୟାନୁଷ୍ଠାନ ଗ୍ରହଣ କାରାଯିବ ବୋଲି ଚେତାବନୀ ଦେଇଛନ୍ତି । ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ଲୋକ କଳା ବିକାଶ କେନ୍ଦ୍ର ସରସରା ଠାରେ ତିନି ଦିନିଆ କର୍ମଶାଳା ଅନୁଷ୍ଠିତ

Sunil Chandra Nayak

ନର୍ଲାବ୍ଲକ୍ ର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ପଦବୀ ପାଇଁ ପୁଣି ଚର୍ଚ୍ଚାରେ ମହାନ୍ତି ଦମ୍ପତି, ଅଧ୍ୟକ୍ଷ ପଦବୀ ପାଇଁ  ଆସନ୍ତା କାଲି  ହେବ ଭୋଟ୍

Sunil Chandra Nayak

ଆତ୍ମସମର୍ପଣ କଲା ଆଉ ଜଣେ ହାର୍ଡକୋର ମାଓବାଦୀ: ମୁଣ୍ଡ ଉପରେ ଥିଲା ୫ଲକ୍ଷ ଟଙ୍କାର ପୁରସ୍କାର ରାଶି

Leave a Comment

error: Content is protected !!