ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଖଡିଆଳ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ପାଳିତ

ନୂଆପଡା, // ନୂଆପଡା ଜିଲ୍ଲା ଖଡିଆଳ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଛି ।ନଗରପାଳ ଉଜ୍ଜଳ ଗୁପ୍ତା ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଖଡିଆଳ ବିଜ୍ଞାପିତ ଅଞ୍ଚଳ ପରିଷଦ କୁ ବିକଶିତ କରିବା ସହ ଓଡ଼ିଶା ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ବଜାୟ ରଖିବାକୁ ନଗରପାଳ ଉଦବୋଧନ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଖଡିଆଳ ଏନ ଏ ସି ନିର୍ବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟ, ଉପାଧ୍ୟକ୍ଷ ଶକୁନ୍ତଳା ରାଉତ, ୱାର୍ଡ ସଭ୍ୟ ସଭ୍ୟା ନରେନ୍ଦ୍ର ଶବର,ବିନତି ହଂସ, ରେବତୀ ଶବର, ବଜରଙ୍ଗ ଭୋଇ,ଲକ୍ଷ୍ମଣ ଦୁରିଆ,ସୁନିଲ କୁମାର ସାହୁ, ସୁବେର ସିଂ ଦେଓ, ପ୍ରମୁଖ ଯୋଗଦେଇଥିଲେ। ଖଡିଆଳ ସହରକୁ ସୁନ୍ଦର, ସ୍ବଚ୍ଛ ଏବଂ ନିର୍ମଳ କରିବା ନେଇ ଆହ୍ବାନ କରିଥିଲେ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ଭାରତ ସରକାରଙ୍କ ପେଟେଣ୍ଟ ଡିଜାଇନରେ ଡକ୍ଟର ଘନଶ୍ୟାମ ବେହେରାଙ୍କ ନାମ ପଞ୍ଜିକୃତ

Sunil Chandra Nayak

ନବୋଦୟ ପରୀକ୍ଷାରେ ଦୁଇଜଣ କୃତକାର୍ଯ୍ୟ ଛାତ୍ର

masiha

ବେଲଘରରେ ଦୁଇ ଦିନିଆ ଡିମ୍ବୁଲି ମହୋତ୍ସବ ଉଦଯାପିତ: ପାଞ୍ଚ ଜିଲ୍ଲାରୁ ୨୦ ହଜାର ରୁ ଉର୍ଦ୍ଧ କନ୍ଧ ଆଦିବାସୀଙ୍କ ସମାଗମ 

masiha

Leave a Comment

error: Content is protected !!