ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଖରିଆର ରୋଡ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ପାଳିତ

ନୂଆପଡା, // ନୂଆପଡ଼ା ଜିଲ୍ଲା ଖରିଆର ରୋଡ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଆଜି ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଅଛି।ଓଡ଼ିଶା ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ ଯୋଗ ଦେଇ ନିଜ ହାତରେ ନିଜେ ଶାସନ କରି ଲୋକଙ୍କୁ ଉପଯୁକ୍ତ ନ୍ୟାୟ ପ୍ରଦାନ କରିବା ମାଧ୍ୟମ ବୋଲି ମତବ୍ୟକ୍ତ କରିଥିଲେ। ଏହି ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ନଗର ଅଧ୍ୟକ୍ଷ ଡ.ସୋନିଆ ଜୈନ, ଉପାଧ୍ୟକ୍ଷ ନିଶାନ୍ତ ଡାଗା, ନିର୍ବାହୀ ଅଧିକାରୀ କମଳାକାନ୍ତ ରଥ, ସାଂସଦ ପ୍ରତିନିଧି ଗୋଲଡି ଅଗ୍ରୱାଲ, ସମସ୍ତ ୱାର୍ଡ ସଭ୍ୟ ସଭ୍ୟା ଯୋଗ ଦେଇଥିଲେ। ସହରୀ ଆବାସ ଯୋଜନା ହିତାଧିକାରୀ ଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି। ପ୍ରତିଯୋଗିତା କୃତି ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ବଣ୍ଟନ କରିଛନ୍ତି।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ବିକାଶ ଶିକ୍ଷାନୁଷ୍ଠାନ ସମୂହରେ ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ଙ୍କୁ ନେଇ ଏକ କର୍ମଶାଳା ଆୟୋଜିତ

ବନ୍ଧୁଗାଁ ଶ୍ରୀ ଶିରିଡ଼ି ସାଇ ବାବା ମନ୍ଦିରର ୨ୟ ବାର୍ଷିକ ପ୍ରତିଷ୍ଠା ଉତ୍ସବ ପାଳିତ

masiha

କଳାହାଣ୍ଡି ବିକାଶ ପରିଷଦ ପକ୍ଷରୁ ନିଜ ଅଧିକାର ସୁରକ୍ଷାରେ କ୍ରାନ୍ତିଯାତ୍ରୀ

Sunil Chandra Nayak

Leave a Comment

error: Content is protected !!