ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ନୂଆପଡା ଜିଲ୍ଲାରେ ପାଞ୍ଚ ଗୋଟି ବ୍ଲକ ପାଇଁ ପାଞ୍ଚ ଜଣ ବ୍ଲକ ଉପାଧକ୍ଷ ନିର୍ନ୍ଦ୍ଵନ୍ଦ୍ଵରେ ବିଜୟୀ

ନୂଆପଡା ଜିଲ୍ଲାରେ ପାଞ୍ଚ ଗୋଟି ବ୍ଲକ ପାଇଁ ପାଞ୍ଚ ଜଣ ବ୍ଲକ ଉପାଧକ୍ଷ ନିର୍ନ୍ଦ୍ଵନ୍ଦ୍ଵରେ ବିଜୟୀ ହୋଇଛନ୍ତି। ତିନି ଗୋଟି ବ୍ଲକ ରେ କଂଗ୍ରେସ ସମର୍ଥିତ ପ୍ରାର୍ଥୀମାନେ ବ୍ଲକ ଉପାଧକ୍ଷ ରୂପ ନିର୍ନ୍ଦ୍ଵନ୍ଦ୍ଵରେ ବିଜୟୀ ହୋଇଛନ୍ତି। ନୂଆପଡା ରେ ଦିଲୀପ ନିର୍ମାଲକର, ଖଡ଼ିଆଳ ରେ ଗୌତମ ତାଣ୍ଡି, ସିନାପାଳିରେ ମିନାକ୍ଷୀ ଘିବେଲା କୋମନା ରେ ଜୟଦେବ ପ୍ରଧାନ, ବୋଡେ଼ନ ରୁ ସଂଗୀତା ମାଝି ନିର୍ନ୍ଦ୍ଵନ୍ଦ୍ଵରେ ବିଜୟୀ ହୋଇଛନ୍ତି। ପାଞ୍ଚ ଗୋଟି ବ୍ଲକ ଉପାଧ୍ୟକ୍ଷ ମଧରୁ ତିନି ଗୋଟି କଂଗ୍ରେସ ସମର୍ଥିତ ପ୍ରାର୍ଥୀ ବିଜୟୀ ହୋଇଥିବା ବେଳେ ଦୁଇ ଜଣ ବିଜେଡି ସମର୍ଥିତ ଉପାଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି।ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ଚୋରା ଚାଲାଣ ବେଳେ ପୁଣି ଜବତ ହେଲା  ବିପୁଳ ପରିମାଣର ଗଞ୍ଜେଇ

Sunil Chandra Nayak

ଆଦର୍ଶ ପୋଖରୀ କାର୍ଯ୍ୟ ନିମ୍ନ ମାନର ଅଭିଯୋଗ

ନର୍ଲା ଏବିଇଓ ଓ ମୁଖ୍ୟ କିରାଣୀଙ୍କୁ ବିଦାୟ ସମ୍ବର୍ଦ୍ଧନା

Sunil Chandra Nayak

Leave a Comment

error: Content is protected !!