ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୀଲମ ଫାଉଣ୍ଡେସନ ତରଫରୁ ଗୁରୁଦିବସ ପାଳନ

ନୀଲମ ଫାଉଣ୍ଡେସନ ତରଫରୁ ଗୁରୁଦିବସ ପାଳନ

ରାଉରକେଲା/ ସ୍ବେଚ୍ଛାସେବୀ ଅନୁଷ୍ଠାନ ନୀଲମ ଫାଉଣ୍ଡେସନ ତରଫରୁ ସେକ୍ଟର ୨୦ କୋଏଲ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଗୁରୁଦିବସ ପାଳନ ହୋଇଯାଇଛି । ଏହି ଅବସରରେ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ଚନ୍ଦ୍ର ସ୍ବାଇଁ ଓ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିବାବେଳେ ଅନୁଷ୍ଠାନ ତରଫରୁ ପ୍ରତିମା ସାହୁ,ଗ୍ରେସୀ ଡେଭିଡ, ରୂପେଶ ଅଗ୍ରୱାଲ, ଅଶୋକ ଦକ୍ଷିଣରାୟ, ବିଜୟ ସୁନ୍ଦରରାୟ, ଜିତେନ ମହାନ୍ତି, ବିଶ୍ବଜିତ ରାଉତ,ନରେନ୍ଦ୍ର ସିଂ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ପ୍ରତି ବ୍ଲକ ରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ସ୍ଥାପନ ଦାବି କଲେ ସାଂସଦ ନିରଞ୍ଜନ ବିଶି.

Sunil Chandra Nayak

ରାମପୁରରେ ରାବଣପୋଡି ଉତ୍ସବ ଅନୁଷ୍ଠିତ

masiha

ହର ଘର ତିରଙ୍ଗା’ ଅଭିଯାନ ଅନ୍ତର୍ଗତ ଖରିଆର ରୋଡ୍‌ରେ ବିଶାଳ ତିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!